Home କନ୍ଧମାଳ ବାଲିଗୁଡାରେ ନୂତନ ଥାନା ଅଧିକାରୀଙ୍କ ଯୋଗଦାନ

ବାଲିଗୁଡାରେ ନୂତନ ଥାନା ଅଧିକାରୀଙ୍କ ଯୋଗଦାନ

71

ବାଲିଗୁଡା, ୦୫/୦୬ (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ର ନୂତନ ଅଧିକାରୀ ଭାବେ ବାବା ଶଙ୍କର ସରାଫ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଥି ପୂର୍ଵରୁ ସେ ତୁମୁଡିବନ୍ଧ ଥାନା ର ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ l ଏଠାରେ ଯୋଗ ଦେବା ପରେ କୋଭିଡ ମୁକାବିଲା ପ୍ରଶାସନ ପାଇଁ ଏକ ଚ୍ୟାଲେଞ୍ଜ ହୋଇଥିବା ବେଳେ ଏଥିରେ ପୋଲିସ ର ଭୂମିକା ଗୁରୁତ୍ବପୂର୍ଣ୍ଣ ରହିଛି। ଏ ଦିଗରେ ଶୃଙ୍ଖଳା ର ସହ ସମସ୍ତଙ୍କ ସହଯୋଗରେ କାର୍ଯ୍ୟ କରିବା ତାଙ୍କର ପ୍ରାଥମିକତା ରହିବ ବୋଲି ସେ କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.