Home Coronavirus Outbreak ବାଲେଶ୍ୱରରେ ପୁଣି ୫ କରୋନା ପଜେଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି

ବାଲେଶ୍ୱରରେ ପୁଣି ୫ କରୋନା ପଜେଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି

829

ଭୁୁବନେଶ୍ୱର; ୨୭,୪(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ): ରାଜ୍ୟରେ ଆଉ ୫ ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍  ପକ୍ଷରୁ ଏହି ସୂଚନା ମିଳିଛି। ସମସ୍ତ ଆକ୍ରାନ୍ତ ବାଲେଶ୍ବର ଜିଲ୍ଲାର ବୋଲି ସୂଚନା ଦିଆଯାଇଛି। ଏଥିରେ ୪ ଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି।

କରୋନା ମୁକାବିଲା ପାଇଁ ନଟିଆର ସହଯୋଗ ନେଲେ ରାଜ୍ୟ ସରକାର

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.