Odiapua.com

ବାଲେଶ୍ୱରରେ ପୁଣି ୫ କରୋନା ପଜେଟିଭ୍ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି

ଭୁୁବନେଶ୍ୱର; ୨୭,୪(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ): ରାଜ୍ୟରେ ଆଉ ୫ ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍  ପକ୍ଷରୁ ଏହି ସୂଚନା ମିଳିଛି। ସମସ୍ତ ଆକ୍ରାନ୍ତ ବାଲେଶ୍ବର ଜିଲ୍ଲାର ବୋଲି ସୂଚନା ଦିଆଯାଇଛି। ଏଥିରେ ୪ ଜଣ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି।

କରୋନା ମୁକାବିଲା ପାଇଁ ନଟିଆର ସହଯୋଗ ନେଲେ ରାଜ୍ୟ ସରକାର