Home ଉପ ନିର୍ବାଚନ ବାଲେଶ୍ୱର ଏବଂ ତିର୍ତ୍ତୋଲ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା

ବାଲେଶ୍ୱର ଏବଂ ତିର୍ତ୍ତୋଲ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା

57

ଭୁବନେଶ୍ୱର ୧୨-୧୦ (ଓଡ଼ିଆ ପୁଅ) : ଓଡ଼ିଶାରେ ଦୁଇଟି ଆସନରେ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ୱର ପାଇଁ ମମତା କୁଣ୍ଡୁ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି। ସେହିପରି ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.