Odiapua.com

ବାଲେଶ୍ୱର ଏବଂ ତିର୍ତ୍ତୋଲ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର ୧୨-୧୦ (ଓଡ଼ିଆ ପୁଅ) : ଓଡ଼ିଶାରେ ଦୁଇଟି ଆସନରେ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଉଭୟ ବାଲେଶ୍ୱର ଓ ତିର୍ତ୍ତୋଲ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ୱର ପାଇଁ ମମତା କୁଣ୍ଡୁ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି। ସେହିପରି ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି।