Home କେନ୍ଦ୍ରାପଡ଼ା ବିଜେଡି ମହିଳା ରାଜ୍ୟ ଉପସଭାନେତ୍ରୀଙ୍କ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ହଜାର ଦାନ

ବିଜେଡି ମହିଳା ରାଜ୍ୟ ଉପସଭାନେତ୍ରୀଙ୍କ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ହଜାର ଦାନ

115

କେନ୍ଦ୍ରାପଡା ୨୧/୪(ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – – ବିଜୁ ଜନତା ଦଳର ରାଜ୍ୟ ମହିଳା ଉପସଭାନେତ୍ରୀ ରୋସ୍ôନା ସାହୁ ଆଜି ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କୁ ଭେଟି ୫ହଜାର ୫ଶହ୫୫ଟଙ୍କାର ଚେକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ତାଙ୍କ ସହିତ ସରକାରୀ ଓକିଲ ମନୋଜ କୁମାର ସାହୁ ଚେକ ପ୍ରଦାନ ସମୟରେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.