Home କେନ୍ଦୁଝର ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ

63

ହାଟଡ଼ିହି,୨୫ / ୭/ : (ଓଡିଆପୁଅ / ବିକାଶ ବିଶ୍ୱାଳ) ହାଟଡିହି ବ୍ଲକ ପଞ୍ଚୁଗୋଛିଆ ପଞ୍ଚାୟତ ବରେଶ୍ୱର ଗ୍ରାମରେ ଜଣେ ଯୁବକଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି । ଗ୍ରାମର ବିଦ୍ୟାଧର ଯେନାଙ୍କ ପୁଅ ରଞ୍ଜନ ଯେନା(୨୮) ଗତକାଲି ଘରେ ବିଦ୍ୟୁତ ମରାମତି କରୁଥିବାବେଳେ ବିଦ୍ୟୁତ ତାର ସଂଷ୍ପର୍ଶରେ ଆସିଯାଇଥିଲା । ତାକୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ଡାକ୍ତରଖାନା ନେବା ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା । ଏହାକୁନେଇ ଗ୍ରାମରେ ଶୋକର ଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.