Home ଓଡ଼ିଶା ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ଗୁରୁତର

ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ଗୁରୁତର

147

ନୂଆପଡା,୧୨/୧୧,(ଓଡ଼ିଆ ପୁଅ ପି ନାଏକ): ବିଦ୍ୟୁତ ସଂସ୍ପର୍ଶରେ ଆସି ଯୁବକ ଗୁରୁତର ହୋଇଛନ୍ତି । ଏହି ଘଟଣା ନୂଆପଡା ରେଳ ଷ୍ଟେସନରେ ଦେଖିବାକୁ ମିଳିଛି ।  ମିଳିଥିବା ସୂଚନା ଅନୁସାରେ, ନୂଆପଡା ରେଳଷ୍ଟେସନରେ ଏକ ମାଲବାହୀ ଟ୍ରେନରେ ଟାଙ୍କି ଉପରେ ଚଢ଼ିବା ସମୟରେ ଏହି ଅଘଟଣ ଘଟିଛି । ପରେ ତାଙ୍କୁ ନୂଆପଡ଼ା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.