Home ଜିଲ୍ଲା ପରିକ୍ରମା ବିଧାୟକଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ

ବିଧାୟକଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ

152

ବାହାନଗା, ୨୬ା୭(ଭାରତୀ ଦାସ/ ଓଡ଼ିଆ ପୁଅ) : ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଅଞ୍ଜି ବାତ୍ୟାଅଶ୍ରୟ ସ୍ଥଳୀରେ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ଏଥିରେ ବାହାନଗା ବିଡ଼ିଓ ରଘୁନାଥ ପାଣିଗ୍ରାହୀ, ଆଷ୍ଟାଣ୍ଡ ଇଞ୍ଜିନିୟର ଗୋପାଳ ଚନ୍ଦ୍ର ଜେନା, ଅଞ୍ଜି ସରପଞ୍ଚ ତପନ ରାଉତ, ବ୍ଲକ ବିଜେଡ଼ି ସଭାପତି ଅଜୟ କୁମାର ପଣ୍ଡା ଉପସ୍ଥିତ ରହି କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ଏଥିରେ ପଞ୍ଚାୟତର ୧୧୩ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା। ଏଥିରେ ପଞ୍ଚାୟତର ସମସ୍ତ ୱାର୍ଡ଼ ସଭ୍ୟ/ ସଭ୍ୟା ସହ ଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.