Home Coronavirus Outbreak ବିରୋଧୀଦଳର ନେତା ମଲ୍ଲିକାର୍ଜୁନ ଖଡ୍ଗେ କରୋନା ସଂକ୍ରମିତ

ବିରୋଧୀଦଳର ନେତା ମଲ୍ଲିକାର୍ଜୁନ ଖଡ୍ଗେ କରୋନା ସଂକ୍ରମିତ

94

ନୂଆ ଦିଲ୍ଲୀ ରାଜ୍ୟସଭାରେ ବିରୋଧୀଦଳର ନେତା ମଲ୍ଲିକାର୍ଜୁନ ଖଡ୍ଗେ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି।

ମଲ୍ଲିକାର୍ଜୁନ ଖଡ୍ଗେଙ୍କ ବ୍ୟତୀତ ବୀରପ୍ପା ମୋଇଲି ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି।

ସୂଚନାଯୋଗ୍ୟଯେ, ଗତ ୨୪ ଘଣ୍ଟା ମଧ୍ୟରେ ୨,୪୭,୪୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୦ ସଂକ୍ରମିତଙ୍କର ମୃତ୍ୟୁ ହୋଇଛି। ତେବେ ଦେଶରେ ଆକ୍ଟିଭ୍ କେସ୍ ବର୍ତ୍ତମାନ ୧୧,୧୭,୫୩୧ କୁ ବୃଦ୍ଧି ପାଇଛି।

ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୩.୦୮% ଅଟେ।

ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪,୮୪,୮୫୯ କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.