Odiapua.com

ବିଶିଷ୍ଟ ଅଭିନେତା ରବି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର ୨୦-୧ (ଓଡ଼ିଆ ପୁଅ) ବିଶିଷ୍ଟ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ହୃଦଘାତରେ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ରବିମିଶ୍ର। ଅନେକ ଧାରାବାହିକ, ମଞ୍ଚରେ ଅଭିନୟ କରି ବେଶ୍ ପ୍ରଶଂସା କରିଥିଲେ ସାଉଁଟିଥିଲେ।

ବିଶିଷ୍ଟ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ହୃଦଘାତରେ ପରଲୋକ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମଞ୍ଚ, ସିରିଏଲ ଓ ଫିଲ୍ମରେ ଅଭିନୟ କରିଛନ୍ତି ରବି ମିଶ୍ର । ଟେଲି ସିରିଏଲ ‘ଗୋପାଳ ରହସ୍ୟ’ ପାଇଁ ବହୁ ପ୍ରଶଂସା ସାଉଁଟିଥିଲେ । ଗୋପାଳ ରହସ୍ୟ ଏବଂ ଅନେକ ବଡ ବଡ ଫିଲ୍ମରେ କମେଡିଆନ୍ ଅଭିନୟ କରି ଅନେକ ଚର୍ଚ୍ଚା ସାଉଁଟିଥିଲେ ଏହି ଅଭିନେତା। ତାଙ୍କ ପରଲୋକରେ ଓଡ଼ିଆ ସିନେ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ହୋଇଛି।