Home ଓଡ଼ିଶା ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ପିପିଲିର କଂଗ୍ରେସ ପ୍ରାର୍ଥୀ

ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ପିପିଲିର କଂଗ୍ରେସ ପ୍ରାର୍ଥୀ

75

ନୂଆ ଦିଲ୍ଲୀ ୨୪-୪ (ଓଡ଼ିଆ ପୁଅ) : ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ପିପିଲି ଉପନିର୍ବାଚନରେ କଂଗ୍ରେସ ପକ୍ଷରୁ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ପ୍ରାର୍ଥୀ କରାଯାଇଛି। ଏ ନେଇ କଂଗ୍ରେସ ତରଫରୁ ସୂଚନା ଟ୍ୱିଟରରେ ଦିଆଯାଇଛି।

ସୂଚନାଯୋଗ୍ୟଯେ, ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କୋଭିଡ଼ରେ ମୃତ୍ୟୁ ପରେ ନିର୍ବାଚନ ସ୍ଥଗିତ ରହିଥିଲା। ଏବେ ଏହା ମେ ୧୬ ତାରିଖକୁ ଘୁଂଚାଇ ଦିଆଯାଇଛି। ବିଜେଡ଼ି ଓ ବିଜେପିର ପ୍ରାର୍ଥି ଅପରିବର୍ତ୍ତିତ ରହିଥିବା ବେଳେ କଂଗ୍ରେସର ନୂଆ ପ୍ରାର୍ଥୀ ତାଙ୍କର ପ୍ରାର୍ଥୀପତ୍ର ଦାଖଲ କରିବେ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.