Home ଜିଲ୍ଲା ପରିକ୍ରମା ବୈତରଣୀ ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ଥାନୀୟ ଯୁବକଙ୍କ ଦ୍ୱାରା ଉଦ୍ଧାର ସହିତ ଭଦ୍ରକ...

ବୈତରଣୀ ନଦୀକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, ସ୍ଥାନୀୟ ଯୁବକଙ୍କ ଦ୍ୱାରା ଉଦ୍ଧାର ସହିତ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର

11

ଭଦ୍ରକ, ୨୪ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଚାନ୍ଦବାଲି ବୈତରଣୀ ନଦୀକୁ ଡ଼େଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ଯୁବକଙ୍କ ଦ୍ୱାରା ଉଦ୍ଧାର ସହିତ ପ୍ରଥମେ ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି ଓ ପରେ ଯୁବତୀଙ୍କ ଅବସ୍ଥା ସଙ୍କଟାପୂର୍ଣ୍ଣ ଥିବାରୁ ଭଦ୍ରକ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ତେବେ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବତୀ ଜଣକ ହେଉଛନ୍ତି ବାଣପୁର ଭାଟପଡ଼ା ଗ୍ରାମର ଆନନ୍ଦ ମହାଳିକ ଙ୍କ ଝିଅ ସବିତା ମହାଳିକ ବୋଲି ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.