Home Top News ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡ଼ି ପ୍ରାର୍ଥୀ ହେଲେ ଅଳକା ମହାନ୍ତି

ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡ଼ି ପ୍ରାର୍ଥୀ ହେଲେ ଅଳକା ମହାନ୍ତି

143

ଭୁବନେଶ୍ୱର ୯-୫ (ଓଡ଼ିଆ ପୁଅ) ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡ଼ି ପ୍ରାର୍ଥୀ ଚୟନ କରିଛି। ଅଳକା ନହାନ୍ତିଙ୍କ ନାଁରେ ମୋହର ମାରିଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବତନ ବିଧାୟକ ସ୍ୱର୍ଗତ କିଶୋର ମହାନ୍ତିଙ୍କ ପତ୍ନୀ ହେଉଛନ୍ତି ଅଳକା ମହାନ୍ତି। ଟିକେଟ ମିଳିବା ପରେ ସ୍ୱାମୀଙ୍କ ଅଧୁରା ସ୍ୱପ୍ନକୁ ପୂରଣ କରିବି ବୋଲି ଅଳକା ନିଜର ପ୍ରତିକ୍ରିୟା ରଖିଛନ୍ତି ଏବଂ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଅପରପକ୍ଷରେ ରାଧାରାଣୀ ପଣ୍ଡାଙ୍କୁ ବିଜେପି ପ୍ରାର୍ଥୀ କରିଛି।

ସୂଚନାଯୋଗ୍ୟଯେ, ବ୍ରଜରାଜନଗର ବିଧାୟକ ଥିବା କିଶୋର ମହାନ୍ତିଙ୍କର ଦେହାନ୍ତ ପରେ ଏହି ଆସନଟି ଖାଲି ପଡିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.