Odiapua.com

ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡ଼ି ଘଟଣା, ଜଣଙ୍କ ମୃତ ଦେହ ଉଦ୍ଧାର

ସୂଚନାଯୋଗ୍ୟ, ଗତ ଶନିବାର ରାତି ପ୍ରାୟ ଆଠଟା ବେଳେ ବ୍ରାହ୍ଣଣୀ ନଦୀର ଖଡ଼ଗପ୍ରସାଦ ଘାଟରୁ ଏକ ଡଙ୍ଗାରେ ବିପଦସଙ୍କୁଳ ଅବସ୍ଥାରେ ଦୁଇ ନାଉରିଆ ଏବଂ ସାତ ଜଣ ଯାତ୍ରୀ ମୋଟ ୯ ଜଣ ନଦୀ ପାର ହେଉଥିଲେ। ହେଲେ ମଝି ନଈରେ ଡଙ୍ଗାଟି ବୁଡ଼ି ଯାଇଥିଲା।  ପାଞ୍ଚ ଜଣ ପହଁରି ପହଁରି ରାତିରେ କୂଳରେ ଲାଗିଥିବା ବେଳେ ୪ ଜଣ ନିଖୋଜ ହୋଇଯାଇଥିଲେ।