Home Top News ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

87

ଭୁବନେଶ୍ୱର ୨୫-୫ (ଓଡ଼ିଆ ପୁଅ) ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ।
ଏ ନେଇ ସେ ଟ୍ୱିଟ କରିଛନ୍ତି। ମୁଖମନ୍ତ୍ରୀ ତାଙ୍କ ଟୁଇଟ୍‌ ରେ ଲେଖିଛନ୍ତି ” ଓଡ଼ିଆ ଭକ୍ତି ସଙ୍ଗୀତ ବିଶାରଦ ଭଜନ ସମ୍ରାଟ ଭିକାରୀ ବଳଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ନିଜ ଅମୃତ କଣ୍ଠରେ ସେ ଗାଇଥିବା ଓଡ଼ିଆ ଭକ୍ତି ସଙ୍ଗୀତ ଓ ଜଣାଣ ଅତ୍ୟନ୍ତ ଭାବପୂର୍ଣ୍ଣ। ଭଜନ, ଜଣାଣ ସହ ଜଗନ୍ନାଥ ସଂସ୍କୃତିର ପ୍ରସାର କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ।”

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.