Home ଜିଲ୍ଲା ପରିକ୍ରମା ଭଦ୍ରକ କଲେଜରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ

ଭଦ୍ରକ କଲେଜରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ

8

ଭଦ୍ରକ, ୨୫ା୬ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ସାରା ରାଜ୍ୟରେ ଯୁବତୀ ମାନଙ୍କ ଉପରେ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଘଟଣାରେ ଅହେତୁକ ବୃଦ୍ଧି ଏବଂ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବ୍ୟବସ୍ଥା ପ୍ରତିବାଦରେ ରାଜ୍ୟ ବିଜୁ ଯୁବ-ଛାତ୍ର ଜନତା ଦଳ ଡାକରାରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ବିଜୁ ଯୁବ-ଛାତ୍ର ଜନତା ଦଳ ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଅଛି ଫ ପ୍ରବଳ ପ୍ରତିକୂଳ ପାଗ ସତ୍ୱେ ଛାତ୍ର ଛାତ୍ରୀ ମାନଙ୍କ ଏଭଳି ସ୍ପର୍ଶକାତର ଘଟଣାରେ ଉପସ୍ଥିତି ଓ ସମର୍ଥନ ନିଶ୍ଚିତ ଭାବେ ଉଲ୍ଲେଖନୀୟ । ବିଜୁ ଜନତା ଦଳର ରାଜ୍ୟ ବରିଷ୍ଠ ଉପ-ସଭାପତି ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ସମସ୍ତ ଯୁବ-ଛାତ୍ର ସମାଜଙ୍କୁ ଅଶେଷ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.