Home ଜିଲ୍ଲା ପରିକ୍ରମା ଭଦ୍ରକ ବିଧାୟକ ଜନତାଙ୍କ ଅଭିଯୋଗ ଶୁଣି ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଦେଲେ ନିର୍ଦ୍ଦେଶ

ଭଦ୍ରକ ବିଧାୟକ ଜନତାଙ୍କ ଅଭିଯୋଗ ଶୁଣି ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଦେଲେ ନିର୍ଦ୍ଦେଶ

3

ଭଦ୍ରକ, ୧୭ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ବିଧାୟକଙ୍କ କାର୍ଯ୍ୟାଳୟ ଠାରେ “ଜନ ଶୁଣାଣି’ ରେ ଭଦ୍ରକ ବିଧାୟକ ସୀତାଂଶୁ ଶେଖର ପମହାପାତ୍ର ଜନତାଙ୍କ ଅଭିଯୋଗ ପତ୍ର ଗ୍ରହଣ କରିବା ସହ ସେମାନଙ୍କ ସମସ୍ୟା ବୁଝିଥିଲେ । ଏବଂ ବିଭାଗୀୟ ଅଧିକାରୀଙ୍କ ସହ ସମସ୍ୟା ଉପରେ ଆଲୋଚନା କରିଥିଲେ । ଜନତାଙ୍କ ଅଭିଯୋଗ ଓ ସମସ୍ୟାର ସମାଧାନ କରିବା ପାଇଁ ବିଧାୟକ ପ୍ରତିଶ୍ରୁତିବଦ୍ଧ । ଏବଂ ଆସିଥିବା ସମସ୍ତ ସମସ୍ୟା ଓ ଅଭିଯୋଗର ଯଥାଶୀଘ୍ର ସମାଧାନ କରି ଲୋକଙ୍କୁ ନ୍ୟାୟ ପ୍ରଦାନ କରିବା ପାଇଁ ସଂଯୃକ୍ତ ବିଭାଗୀୟ ଅଧିକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.