Home ଜିଲ୍ଲା ପରିକ୍ରମା ଭଦ୍ରକ : ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ : ଯୁବକଙ୍କ ମୃତଦେହ ଉଦ୍ଧାର

23

ଭଦ୍ରକ, ୧୬ା୩ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ସହରସ୍ଥିତ କଚେରୀ ବଜାର ମାଛ ମାର୍କେଟ୍ ପଛ ପଟରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ । ସେ ମାଛ ମାର୍କେଟ୍ ପଛପଟରେ ସନ୍ଦେହଜନକ ଭାବେ ମରିପଡିଥିଲା । ସ୍ଥାନୀୟ ଲୋକ ଏହା ଦେଖି ତୁରନ୍ତ ଟାଉନ୍ ପୁଲିସ୍‌କୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୁଲିସ୍ ପହଞ୍ôଚ ଶବକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଭଦ୍ରକ ଡାକ୍ତରଖାନାକୁ ପଠାଇଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.