Home Coronavirus Outbreak ଭଲ ଖବର – ରାଜ୍ୟରେ ୧୭ କୋରୋନା ଆକ୍ରାନ୍ତ ସୁସ୍ଥ

ଭଲ ଖବର – ରାଜ୍ୟରେ ୧୭ କୋରୋନା ଆକ୍ରାନ୍ତ ସୁସ୍ଥ

311

ଭୁବନେଶ୍ୱର ୧୧-୫ (ଓଡ଼ିଆ ପୁଅ) ରାଜ୍ୟରେ ଏକା ଥରକେ ୧୭ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୮୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ତେବେ ସୁନ୍ଦରଗଡ଼ରୁ ୭, ଖୋର୍ଦ୍ଧାରୁ ୫, ଭଦ୍ରକରୁ ୩ ଓ ବାଲେଶ୍ବରରୁ ୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ ହୋଇଥିବା ବେଳେ ୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୬ ଜଣ ସକ୍ରୀୟ ଆକ୍ରାନ୍ତ ଅଛନ୍ତି। ୩ ଜଣଙ୍କର ମୃତ୍ୟୁ ଘଟିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.