Home Top News ଭାଟିକାନରେ ପୋପ୍ ଫ୍ରାନ୍ସିସ୍‌ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭାଟିକାନରେ ପୋପ୍ ଫ୍ରାନ୍ସିସ୍‌ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

50

ନୂଆ ଦିଲ୍ଲୀ ୨୨/୬ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭାଟିକାନରେ ପୋପ୍ ଫ୍ରାନ୍ସିସଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କୁ ଭେଟି ଖୁସି ବ୍ୟକ୍ତ କରିଥିଲେ ଏବଂ ତାଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କର ସୁସ୍ଥ ଏବଂ ଦୀର୍ଘ ଜୀବନ କାମନା କରିଥିଲେ।

ଓଡ଼ିଶା ମୁଖ୍ୟମନ୍ତ୍ରୀ ପୋପ୍‌ଙ୍କୁ ଓଡ଼ିଶାର ଏକ ପଟ୍ଟଚିତ୍ର ପେଣ୍ଟିଂ ମଧ୍ୟ ପ୍ରଦାନ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.