Home ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ‘ଦୁର୍ନୀତି ନିବାରଣ ସଚେତନତା ସପ୍ତାହ’ ପାଳିତ

ଭିଜିଲାନ୍ସ ପକ୍ଷରୁ ‘ଦୁର୍ନୀତି ନିବାରଣ ସଚେତନତା ସପ୍ତାହ’ ପାଳିତ

197

ଭୁବନେଶ୍ଵର, ୩୦/୧୦, (ଓଡ଼ିଆ ପୁଅ ପି ନାୟକ):ଆଜି ଓଡ଼ିଶା ଦୁର୍ନୀତି ନିବାରଣ ବିଭାଗ (ଭିଜିଲାନ୍ସ) ତରଫରୁ ‘ଦୁର୍ନୀତି ନିବାରଣ ସଚେତନତା ସପ୍ତାହ’ ପାଳନ କରାଯାଇଛି। ଏହାକୁ ଭିଜିଲାନ୍ସ ଏସ୍‌ପି ସାର୍ଥକ ଷଡ଼ଙ୍ଗୀ ପତକା ଦେଖାଇ ଶୁଭାରମ୍ଭ କରିଥିବା ବେଳେ ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଛାତ୍ରଛାତ୍ରୀ ଏହି ରାଲିରେ ସାମିଲ ହୋଇ ସମାଜକୁ ଦୁର୍ନୀତି ମୁକ୍ତ ସମାଗଠନ କରିବା ପାଇଁ ବାର୍ତ୍ତା ଦେଇଛନ୍ତି। ତେବେ ଏହି ରାଲି ପ୍ରଥମେ ରାମ ମନ୍ଦିର ନିକଟସ୍ଥ ଏକାମ୍ର ହାଟରୁ ବାହାରି ଲୋୟର ପିଏମଜି ପର୍ଯ୍ୟନ୍ତ ଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.