Home ଜିଲ୍ଲା ପରିକ୍ରମା ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଂଟନ

ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଂଟନ

4

ଭଦ୍ରକ, ୨୨ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ ପକ୍ଷରୁ ହରସିଂହପୁର ପଂଚାୟତର ଅଜୟ ସ୍ୱାଇଁ ଓ ସନାତନ ବେହେରାଙ୍କୁ ସୋମବାର ଟ୍ରଇ ସାଇକେଲ ବଂଟନ କରାଯାଇଛି। ବିଡିଓ ନିରଂଜନ ବାରିକ ୨ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇସାଇକେଲ ପ୍ରଦାନ କରିଥିଲେ। ଟ୍ରାଇସାଇକେଲ ବଂଟନ ବେଳେ ସାମାଜିକ ସୁରକ୍ଷା ଅଧିକାରୀ ନିହାର ରଂଜନ ରାଉତ, ସହକାରୀ ନର୍ବାହୀ ଯନ୍ତ୍ରୀ ସୁକାନ୍ତ ମିଶ୍ର, ସାଂସଦଙ୍କ ପ୍ରତିନିଧି ସୀତାକାନ୍ତ ନାୟକ, ଭାଟପଡ଼ା ସରପଂଚ ଶୁଭ୍ରନାରାୟଣ ସେଠୀ, ହରିଶ୍ଚନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.