Home ଓଡ଼ିଶା ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

233

ଭୁବବନେଶ୍ୱର ୧୪-୧ (ଓଡ଼ିଆ ପୁଅ) ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି।

“ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। କୋଭିଡ ନିୟମକୁ ଦୃଷ୍ଟିରେ ରଖି ମକର ଉତ୍ସବ ପାଳନ କରନ୍ତୁ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି।” ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.