Home ଓଡ଼ିଶା ମତ୍ସ୍ୟଜୀବୀ ନିଖୋଜ ଘଟଣାରେ ଜଣେ ମତ୍ସଜୀବୀଙ୍କ ମୃତଦେହ ଉଦ୍ଧାର

ମତ୍ସ୍ୟଜୀବୀ ନିଖୋଜ ଘଟଣାରେ ଜଣେ ମତ୍ସଜୀବୀଙ୍କ ମୃତଦେହ ଉଦ୍ଧାର

311

ପାରାଦୀପ,୦୯/୧୦,(ଓଡ଼ିଆ ପୁଅ ପି ନାଏକ): ପାରାଦୀପ ମହାନଦୀ ମୁହାଣରେ ମାଛଧରା ଟ୍ରଲର ବୁଡି ଘଟଣାରେ ନିଖୋଜ ଜଣେ ମତ୍ସ୍ୟଜୀବୀଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର ହୋଇଛି । ତେବେ ଏବେ ବି ଆଉ ଜଣେ ନିଖୋଜଙ୍କ ପତ୍ତା ମିଳୁନଥିବା ସୂଚନା ମିଳିଛି। ଗତକାଲି ଅନେକ ଚେଷ୍ଟା ପରେ  ୩ଜଣଙ୍କୁ ସ୍ଥାନୀୟ ମତ୍ସ୍ୟଜୀବୀ ଉଦ୍ଧାର କରାଯାଇ ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.