Odiapua.com

ମତ୍ସ୍ୟଜୀବୀ ନିଖୋଜ ଘଟଣାରେ ଜଣେ ମତ୍ସଜୀବୀଙ୍କ ମୃତଦେହ ଉଦ୍ଧାର

ପାରାଦୀପ,୦୯/୧୦,(ଓଡ଼ିଆ ପୁଅ ପି ନାଏକ): ପାରାଦୀପ ମହାନଦୀ ମୁହାଣରେ ମାଛଧରା ଟ୍ରଲର ବୁଡି ଘଟଣାରେ ନିଖୋଜ ଜଣେ ମତ୍ସ୍ୟଜୀବୀଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର ହୋଇଛି । ତେବେ ଏବେ ବି ଆଉ ଜଣେ ନିଖୋଜଙ୍କ ପତ୍ତା ମିଳୁନଥିବା ସୂଚନା ମିଳିଛି। ଗତକାଲି ଅନେକ ଚେଷ୍ଟା ପରେ  ୩ଜଣଙ୍କୁ ସ୍ଥାନୀୟ ମତ୍ସ୍ୟଜୀବୀ ଉଦ୍ଧାର କରାଯାଇ ।