Home ଓଡ଼ିଶା ମଧ୍ୟାହ୍ନ ଭୋଜନ ଖାଇ ୫ ଅସୁସ୍ଥ

ମଧ୍ୟାହ୍ନ ଭୋଜନ ଖାଇ ୫ ଅସୁସ୍ଥ

129

ରାଉରକେଲା,୨୩/୧୦,(ଓଡ଼ିଆ ପୁଅ ପି ନାୟକ): ଆଜି ରାଉରକେଲା ଲାଠିକଟା ଆଦର୍ଶ ଆବାସିକ ବିଦ୍ୟାଳୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ମଧ୍ୟାହ୍ନ ଭୋଜନ ଖାଇ ୫ ଛାତ୍ରୀ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି । ଭୋଜନ ଖାଇବାର କିଛି ସମୟ ପରେ ସେମାନେ ଅସୁସ୍ଥ ହୋଇପଡିଥିଲେ । ପରେ ସେମାନଙ୍କୁ ତୁରନ୍ତ ରାଉରକେଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ସ୍ବାସ୍ଥ୍ୟ ସଙ୍କଟାପନ୍ନ ରହିଥିବା ସୂଚନା ମିଳିଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.