Home Top News ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ...

ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

56

ଭୁବନେଶ୍ୱର ୧୯-୨ (ଓଡ଼ିଆ ପୁଅ) ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ହେଉଛନ୍ତି ଓଡିଶାର ଅଧିବାସୀ ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.