Home ଓଡ଼ିଶା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ୍ ଆରୋହୀ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବାଇକ୍ ଆରୋହୀ ମୃତ

281

ଆନନ୍ଦପୁର,୧୧/୦୯,(ଓଡ଼ିଆ ପୁଅ ପି ନାଏକ): ଆନନ୍ଦପୁର ଦେଇ ଯାଇଥିବା ୨୦ ନଂ ଜାତୀୟ ରାଜପଥର ଶାଳପଡା ଓଭର ବ୍ରିଜ୍ ଠାରେ ଟ୍ରକ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ସଦାନନ୍ଦ ମହାନ୍ତି । ସେ ନିଜ ବାଇକ୍ ଯୋଗେ ଅଫିସ ଯାଉଥିବା ସମୟରେ ସାମ୍ନାପଟୁ ଆସୁଥିବା ଏକ ବାରଚକିଆ ଟ୍ରକ୍ ତାଙ୍କୁ ଧକ୍କା ଦେବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଦୁର୍ଘଟଣା ପରେ ରାସ୍ତାକଡରେ ଟ୍ରକଟିକୁ ଛାଡି ଡ୍ରାଇଭର ଫେରାର ହୋଇଯାଇଥିଲା । ଘସିପୁରା ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.