Home ଓଡ଼ିଶା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବାଇକ୍ ଆରୋହୀ ମୃତ

212

ରାୟଗଡ଼ା,୧୧/୧୦,(ଓଡ଼ିଆ ପୁଅ ପି ନାଏକ): ରାୟଗଡ଼ା ଜିଲ୍ଲା କୁର୍ମାଯୋଡି ନିକଟରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଫଳରେ ଏହି ଦୁର୍ଘଟଣା ରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ, ସେହି ବାଇକରେ ତିନି ଜଣ ଆସୁଥିଲେ । ମାତ୍ର କିଛି କାରଣରୁ ବାଇକ୍ ଚାଳକ ନିୟନ୍ତ୍ରଣ ହରାଇ ଦେଇଥିଲେ । ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହେବା ସହ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ବର୍ତ୍ତମାନ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.