Home ଓଡ଼ିଶା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା,୫ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା,୫ ଗୁରୁତର

293

ପୁରୀ,୧୯/୧୦,(ଓଡ଼ିଆ ପୁଅ ପି ନାୟକ): ଆଜି ପୁରୀ ଜିଲ୍ଲା ପିପିଲି ଥାନା ମଙ୍ଗଳପୁର ବଜାରସ୍ଥିତ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ, ଭୁବନେଶ୍ୱରରୁ ପୁରୀ ଅଭିମୁଖେ ଯାଉଥିବା ଏକ ଟ୍ରକକୁ ପଛପଟୁ ଏକ କାର୍ ଧକ୍କା ଦେଇଛି । ଫଳରେ  ୫ ଜଣ ଗୁରୁତର ଆହତ ହୋଇଛନ୍ତି । ତେବେ ସମସ୍ତ ଯାତ୍ରୀ ପଶ୍ଚିମବଙ୍ଗର ବୋଲି ଜଣାପଡିଛି । ଦୁର୍ଘଟଣା ପରେ ସମସ୍ତଙ୍କୁ   କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.