Home ଓଡ଼ିଶା ମହାମହିମ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କଲେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା...

ମହାମହିମ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ୍ କଲେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

40

ନୂଆ ଦିଲ୍ଲୀ ୧୩ ଜୁଲାଇ (ଓଡ଼ିଆ ପୁଅ) ନୂଆ ମନ୍ତ୍ରଣାଳୟ ପାଇବା ପରେ ପ୍ରଥମ ଥର ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍ କଲେ
– ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ର ମନ୍ତ୍ରୀ ଭାବେ ନବନିଯୁକ୍ତ ଡା. ସୁବାଷ ସରକାର, ଅନ୍ନପୂର୍ଣ୍ଣା ଦେବୀ, ରାଜକୁମାର ରଞ୍ଜନ ସିଂହ ମଧ୍ୟ ରାଷ୍ଟ୍ରପତିଙ୍କୁ ଭେଟିଲେ
– ରାଷ୍ଟ୍ରପତିଙ୍କ ନିରନ୍ତର ସମର୍ଥନ ଏବଂ ମାର୍ଗଦର୍ଶନ ଲୋଡ଼ିଲେ ଶିକ୍ଷା ମନ୍ତ୍ରୀମଣ୍ଡଳ ସଦସ୍ୟ

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.