Home କେନ୍ଦୁଝର ମା ଜାଗୁଳାଇ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ମା ଜାଗୁଳାଇ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

28

ହାଟଡ଼ିହି, ୧୬ /୧ : (ଓଡିଆପୁଅ / ବିକାଶ ବିଶ୍ୱାଳ) ହାଟଡିହି ବ୍ଲକ ସଢ଼ା ପଞ୍ଚାୟତ ମିଠିଗାଁ ମା ପାଟଜାଗୁଳାଇ ଇଲେଭେନଷ୍ଟାର କ୍ଲବ ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଛି । ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏଥିରେ ସରପଞ୍ଚ ଜୟନ୍ତୀ ସାମଲ ଯୋଗଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଏଥିରେ ୮ଟି ଦଳ ଭାଗ ନେଇଥିବା ବେଳେ ଗତକାଲି ବିଦ୍ୟାଧରପୁର ଫାଇନାଲକୁ ଉନ୍ନିତ ହୋଇଥିବାବେଳେ ଆଜି ସୋସୋ ଫାଇନାଲରେ ପ୍ରବେଶ କରିଛି । ଆସନ୍ତାକାଲି ଏହାର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.