Home ଅନୁଗୁଳ ମା ହିଙ୍ଗୁଳାଙ୍କ ହୁଣ୍ଡିରୁ ମିଳିଲା ୪ଲକ୍ଷ ୨୬ ହଜାରରୁ ଉର୍ଦ୍ଧ୍ୱ ଟଙ୍କା

ମା ହିଙ୍ଗୁଳାଙ୍କ ହୁଣ୍ଡିରୁ ମିଳିଲା ୪ଲକ୍ଷ ୨୬ ହଜାରରୁ ଉର୍ଦ୍ଧ୍ୱ ଟଙ୍କା

58

ତାଳଚେର,୬/୧୧(ଓଡ଼ିଆ ପୁଅ/ଅଜିତ କୁମାର ବେହେରା): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ଗୋପାଳ ପ୍ରସାଦସ୍ଥିତ ପୀଠ ପରିସରରେ ଥିବା ସମସ୍ତ ହୁଣ୍ଡିଗୁଡିକୁ ଗୁରୁବାର ଦିନ ଖୋଲା ଯାଇଥିଲା । ଟ୍ରଷ୍ଟବୋର୍ଡ ସଦସ୍ୟ ମୂରଲୀଧର ସାହୁ,ସନ୍ତୋଷ କୁମାର ପ୍ରଧାନ ଏବଂ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନ ପ୍ରମୁଖଙ୍କ ଉପସ୍ଥିତିରେ ହୁଣ୍ଡିଗୁଡିକ ଖୋଲାଯାଇ ମୋଟ ୪ ଲକ୍ଷ ୨୬ ହଜାର ୮୧୦ ଟଙ୍କା (୪,୨୬,୮୧୦ ଟଙ୍କା ମାତ୍ର) ସଂଗୃହୀତ ହୋଇଥିଲା । ଏଥିରେ ଧୂଳେଶ୍ୱର ବେହେରା,ବିନୟ କୁମାର ମହାନ୍ତି,ପଂଚାନନ ବେହେରା,ଜୟନ୍ତ କୁମାର ଦେହୁରୀ,ପ୍ରହ୍ଲାଦ ଦେହୁରୀ,ବସନ୍ତ କୁମାର ଜେନା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.