Home Top News ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ସହୀଦ ପରିବାରଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କାକୁ...

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ସହୀଦ ପରିବାରଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି

44

ଭୁବନେଶ୍ୱର ୪/୫ (ଓଡ଼ିଆ ପୁଅ) ଯୁଦ୍ଧ ତଥା ଉଗ୍ର ବାଦ ର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହୀଦ ଓଡ଼ିଆ ଯବାନ ମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କା ରୁ ଦଶ ଲକ୍ଷ ଟଙ୍କା କୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଯୋଗ୍ୟଯେ, ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସରମାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହୀଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି। ପ୍ରାଥମିକ ଭାବରେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ ୨୦୧୦ ଓ ୨୦୧୨ରେ ଏହାକୁ ଯଥା କ୍ରମେ ଦୁଇ ଲକ୍ଷ, ଓ ପାଞ୍ଚ ଲକ୍ଷ ଟଙ୍କା କୁ ବୃଦ୍ଧି କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.