Home କେନ୍ଦ୍ରାପଡ଼ା ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କ ଅର୍ଥ ପ୍ରଦାନ

ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କ ଅର୍ଥ ପ୍ରଦାନ

140

ତିର୍ତ୍ତୋଲ ୩୦/୪ (ଓଡ଼ିଆ ପୁଅ/ଟୁକନ ସେଠୀ) – ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ସାମନ୍ତରାପୁର ପଞ୍ଚାୟତରେ ଥିବା ମା ଗଜଲକ୍ଷ୍ମି ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଅର୍ଥ ପ୍ରଦାନ କରିଥିବେ ଜଣାପଡ଼ିଛି। କରୋନାର ମୁକାବିଲା କରିବା ପାଇଁ ତିର୍ତ୍ତୋଲ ବ୍ଲକର ଓଏଲଏମ ର ଲିପିକା ଷଢ଼ଙ୍ଗୀଙ୍କ ନେତ୍ୟତ୍ୱରେ ଏହି ବ୍ଲକ ଅନ୍ତର୍ଗତ ସାମନ୍ତରାପୁର ପଞ୍ଚାୟତର ମା ଗଜ ଲକ୍ଷ୍ମୀ ସ୍ୱୟଂ ସହାୟକ ଗୋଷ୍ଠୀର ସଭାନେତ୍ରୀ ଆଜି ପୂର୍ବାହ୍ନରେ ତିର୍ତ୍ତୋଲ ବିଡ଼ିଓ ରଞ୍ଜନ କୁମାର ପରିଡ଼ାଙ୍କ ମାଧ୍ୟମରେ ୫ ହଜାର ୫ ଶହ ଟଙ୍କର ଏକ ଚେକ୍ ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରିଥିବା ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.