Home ଓଡ଼ିଶା ମୋଦିଙ୍କୁ ଭେଟିଲେ ବିଶ୍ବଭୂଷଣ ହରିଚନ୍ଦନ

ମୋଦିଙ୍କୁ ଭେଟିଲେ ବିଶ୍ବଭୂଷଣ ହରିଚନ୍ଦନ

647

ନୂଆଦିଲ୍ଲୀ,୦୯/୦୮,(ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ): ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ।

ରାଜ୍ୟପାଳ ଭାବରେ ଦାୟିତ୍ୱ ଗ୍ରହଣ ପରେ ସେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମୋଦିଙ୍କୁ ଭେଟିବା ପରେ ଆନ୍ଧ୍ରପ୍ରଦେଶର ବିଭିନ୍ନ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ସହ ସେ ଆଲୋଚନା କରିଥିବା ସୂଚନା ମିଳିଛି। ଏହାସହ ଓଡ଼ିଶା ପ୍ରସଙ୍ଗରେ ବି ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥାଇପାରେ ବୋଲି ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.