Home ଓଡ଼ିଶା ରଜ ପର୍ବର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରଜ ପର୍ବର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

597

ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁନ ୧୪ (ଓଡ଼ିଆ ପୁଅ) – ଓଡିଶାର ଗଣପର୍ବ ରଜପର୍ବ ଅବସରରେ ଓଡିଶାବାସୀଙ୍କୁ ସାମାଜିକ ଗଣମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ସଂସ୍କୃତି, କୃଷି ଅର୍ଥନୀତି ଓ ଯୁବପିଢୀ ସହ ଡଜିତ ଓଡିଶାର ପାରମ୍ପରିକ ଓ ଗଣପର୍ବ ରଜ ପର୍ବ ଅବସରରେ ହାର୍ଦ୍ଦିକ ଶୁଭକାମନା। ଶ୍ରୀ ପ୍ରଧାନ ଏହି ଅବସରରେ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଓଡିଶାବାସୀଙ୍କ ସୁଖ ଓ ମଙ୍ଗଳ କାମନା କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.