Home Coronavirus Outbreak ରାଜ୍ୟରେ ଆଉ ଜଣେ କୋରୋନା ପଜିଟିଭ ଚିହ୍ନଟ – ଆକ୍ରାନ୍ତଙ୍କ ସଂଖ୍ୟା ୫୬

ରାଜ୍ୟରେ ଆଉ ଜଣେ କୋରୋନା ପଜିଟିଭ ଚିହ୍ନଟ – ଆକ୍ରାନ୍ତଙ୍କ ସଂଖ୍ୟା ୫୬

536

ଭୁବନେଶ୍ୱର ୧୪-୪ (ଓଡ଼ିଆ ପୁଅ) ଓଡ଼ିଶାରେ ପୁଣି ଜଣେ କୋରୋନା ପଜିଟିଭ ଚିହ୍ନଟ ହୋଇଛି। ତେଣୁ ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ୱେବ୍‌ସାଇଟ୍‌ରୁ ସୂଚନା ମିଳିଛି। ତେବେ ମିଳିଥିବା ସୂଚନାରୁ ଜଣାପଡ଼ିଛିଯେ, ୫୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ ସୁସ୍ଥ ହୋଇଛନ୍ତି। ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୭ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ୫୬ ନ୍ବର ଆକ୍ରାନ୍ତ କେଉଁସ୍ଥାନର ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.