Home Coronavirus Outbreak ରାଜ୍ୟରେ ଆଜି କମିଲା ସଂକ୍ରମଣ: ରାଜ୍ୟରେ ୨,୨୮୨ ନୂଆ ଆକ୍ରାନ୍ତ ଚିହ୍ନଟ, ୬୫ ମୃତ –...

ରାଜ୍ୟରେ ଆଜି କମିଲା ସଂକ୍ରମଣ: ରାଜ୍ୟରେ ୨,୨୮୨ ନୂଆ ଆକ୍ରାନ୍ତ ଚିହ୍ନଟ, ୬୫ ମୃତ – ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

117

ଭୁବନେଶ୍ୱର ୧୧-୭ (ଓଡ଼ିଆ ପୁଅ) ପୁଣି ରାଜ୍ୟରେ କମିଲା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଂଟାରେ ୨,୨୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୨୨୮୨
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୧୩୧୫
– ସ୍ଥାନୀୟ ଅଞ୍ଚଳରୁ୯୬୭
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୬୧
୨- ବାଲେଶ୍ୱର ଜିଲ୍ଲାରୁ – ୧୪୬
୩- ବରଗଡ଼ ଜିଲ୍ଲାରୁ – ୧୭
୪- ଭଦ୍ରକ ଜିଲ୍ଲାରୁ – ୭୧
୫- ବଲାଙ୍ଗୀର ଜିଲ୍ଲାରୁ – ୯
୬- ବୌଦ୍ଦ ଜିଲ୍ଲାରୁ – ୧୦
୭- କଟକ ଜିଲ୍ଲାରୁ – ୨୮୯
୮- ଦେବଗଡ଼ ଜିଲ୍ଲାରୁ – ୬
୯- ଢେଙ୍କାନାଳ ଜିଲ୍ଲାରୁ – ୫୫
୧୦- ଗଜପତି ଜିଲ୍ଲାରୁ – ୮
୧୧- ଗଞ୍ଜାମ ଜିଲ୍ଲାରୁ – ୧୭
୧୨- ଜଗତସିଂହପୁର ଜିଲ୍ଲାରୁ – ୭୩
୧୩- ଯାଜପୁର ଜିଲ୍ଲାରୁ – ୧୧୧
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧୧
୧୫- କଳାହାଣ୍ଡି ଜିଲ୍ଲାରୁ – ୧୨
୧୬- କନ୍ଧମାଳ ଜିଲ୍ଲାରୁ – ୨୦
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୬୨
୧୮- କେନ୍ଦୁଝର ଜିଲ୍ଲାରୁ – ୫୧
୧୯- ଖୋର୍ଦ୍ଧାରୁ: ୫୯୨
୨୦- କୋରାପୁଟ ଜିଲ୍ଲାରୁ – ୪୦
୨୧- ମାଲକାନଗିରି : ୩୨
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୧୪୧
୨୩- ନବରଙ୍ଗପୁର ଜିଲ୍ଲାରେ: ୧୨
୨୪- ନୟାଗଡ଼ ଜିଲ୍ଲାରୁ – ୮୩
୨୫- ନୂଆପଡ଼ା ଜିଲ୍ଲାରୁ – ୨
୨୬- ପୁରୀ ଜିଲ୍ଲାରୁ – ୧୨୭
୨୭- ରାୟଗଡ଼ା ଜିଲ୍ଲାରୁ – ୧୫
୨୮- ସମ୍ବଲପୁର ଜିଲ୍ଲାରୁ – ୧୮
୨୯- ସୋନପୁର ଜିଲ୍ଲାରୁ – ୭
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୬୭
୩୧- State Pool: ୧୧୭
– ନୂଆ ସୁସ୍ଥ ହୋଇଥିଲେ୩୧୨୦
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୪୫୬୮୪୮୭
– ମୋଟ ଆକ୍ରାନ୍ତ ୯୩୯୭୫୨
– ମୋଟ ସୁସ୍ଛ ହୋଲେଣି ୯୦୯୬୩୯
– ସକ୍ରୀୟ ଆକ୍ରାନ୍ତ – ୨୫୪୬୧

ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ Covid19 ଯୋଗୁଁ ୬୫ ଜଣଙ୍କର ମୃତ୍ୟୁ ଘଟିଛି। ମୋଟ ମୃତ୍ୟୁ ସଂଖ୍ୟା ୪,୫୯୯ କୁ ବୃଦ୍ଧି ପାଇଛି। କିନ୍ତୁ ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ, ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଆଜି ରିପୋର୍ଟ ହୋଇଥିବା ମୃତ୍ୟୁ ପୂର୍ବଦିନର ମୃତ୍ୟୁର ଅଡ଼ିଟ୍ ପରେ ରିପୋର୍ଟ ହୋଇଛି।

ଅନୁଗୁଳ ୫ ଜଣ,
ବାଲେଶ୍ୱର ୧ ଜଣ,
ବରଗଡ ୬ ଜଣ,
ବଲାଙ୍ଗୀର ୧ ଜଣ,
ବୌଦ୍ଧ ୧ ଜଣ,
କଟକ ୧ ଜଣ,
ଢେଙ୍କାନାଳ ୧ ଜଣ,
ଗଞ୍ଜାମ ୩ ଜଣ,
ଜଗତସିଂହପୁର ୧ ଜଣ,
ଝାରସୁଗୁଡ଼ା ୧ ଜଣ,
କଳାହାଣ୍ଡି ୧ ଜଣ,
କନ୍ଧମାଳ ୧ ଜଣ,
କେନ୍ଦ୍ରାପଡା ୩ ଜଣ,
କେନ୍ଦୁଝର ୬ ଜଣ,
ଖୋର୍ଦ୍ଧା ୧୪ ଜଣ,
ମୟୂରଭଞ୍ଜ ୫ ଜଣ,
ନୟାଗଡ଼ ୪ ଜଣ,
ପୁରୀ ୬ ଜଣ,
ସମ୍ବଲପୁର ୧ ଜଣ,
ସୁବର୍ଣ୍ଣପୁର ଜଣ,
ସୁନ୍ଦରଗଡ ୩ ଜଣ,
ମୋଟ ୬୫ ଜଣଙ୍କର ମୃତ୍ୟୁ ହୋଇଛି।

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୧, ୧୭୨ [+୬୧] ଜଣ ସଂକ୍ରମିତ ହୋଇଥିବା ବେଳେ ୬୬୭ [+୫୬] ଜଣ ସକ୍ରୀୟ ଅଛନ୍ତି। ୪୦, ୩୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୨ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୫, ୬୬୩ [+୧୪୬] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୦୮୭ [+୧୪୫] ଜଣ ସକ୍ରୀୟ ଅଛନ୍ତି। ୩୩, ୪୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୪୦୦ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୬ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୦, ୦୧୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୧ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୩, ୮୩୯ [+୭୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୭୧ [+୭୧] ଜଣ ସକ୍ରୀୟ ଅଛନ୍ତି। ୨୨, ୬୧୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୦୧୯ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୫ [+୮] ଜଣ ସକ୍ରୀୟ ଅଛନ୍ତି। ୨୨, ୮୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୩୭୨ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୧ [+୯] ଜଣ ସକ୍ରୀୟ ଅଛନ୍ତି। ୧୨, ୧୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୧, ୩୮୪ [+୨୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୭୯୧ [+୨୮୮] ଜଣ ସକ୍ରୀୟ ଅଛନ୍ତି। ୭୭, ୨୮୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୦୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୦୫୬ [+୬] ଜଣ ସଂକ୍ରମିତ ହୋଇଥିବା ବେଳେ ୫୫ [+୬] ଜଣ ସକ୍ରୀୟ ଅଛନ୍ତି। ୫, ୯୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୮, ୧୩୦ [+୫୫] ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୭ [+୫୪] ଜଣ ସକ୍ରୀୟ ଅଛନ୍ତି। ୧୭, ୨୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୩୫୫ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୯ [+୮] ଜଣ ସକ୍ରୀୟ ଅଛନ୍ତି। ୯, ୨୨୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୨୨୧ [+୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୫ [+୧୪] ଜଣ ସକ୍ରୀୟ ଅଛନ୍ତି। ୩୨, ୭୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୩, ୫୩୮ [+୭୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୩ [+୭୨] ଜଣ ସକ୍ରୀୟ ଅଛନ୍ତି। ୨୨, ୫୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୩୮, ୯୦୯ [+୧୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୮୧୯ [+୧୧୧] ଜଣ ସକ୍ରୀୟ ଅଛନ୍ତି। ୩୭, ୦୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୪୩୧ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୪ [+୧୦] ଜଣ ସକ୍ରୀୟ ଅଛନ୍ତି। ୨୩, ୧୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୩, ୯୮୫ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୩ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୩, ୬୨୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୦, ୯୬୧ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୩ [+୧୯] ଜଣ ସକ୍ରୀୟ ଅଛନ୍ତି। ୧୦, ୬୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୧, ୮୧୩ [+୬୨] ଜଣ ସଂକ୍ରମିତ ହୋଇଥିବା ବେଳେ ୯୦୨ [+୫୯] ଜଣ ସକ୍ରୀୟ ଅଛନ୍ତି। ୨୦, ୮୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୦ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୧୯, ୭୦୦ [+୫୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯୩ [+୪୫] ଜଣ ସକ୍ରୀୟ ଅଛନ୍ତି। ୧୯, ୧୧୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୮ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୪୦, ୮୯୫ [+୫୯୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୯୨୮ [+୫୭୮] ଜଣ ସକ୍ରୀୟ ଅଛନ୍ତି। ୧, ୩୫, ୨୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫୬ [+୧୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୫୯୩ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୬୨ [+୪୦] ଜଣ ସକ୍ରୀୟ ଅଛନ୍ତି। ୧୭, ୯୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୦୭୯ [+୩୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୬୬ [+୩୨] ଜଣ ସକ୍ରୀୟ ଅଛନ୍ତି। ୧୦, ୬୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୭, ୧୨୧ [+୧୪୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୩୧୮ [+୧୩୬] ଜଣ ସକ୍ରୀୟ ଅଛନ୍ତି। ୩୫, ୬୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୫ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୨୩୭ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୮ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୩, ୦୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୧, ୩୩୨ [+୮୩] ଜଣ ସଂକ୍ରମିତ ହୋଇଥିବା ବେଳେ ୮୬୦ [+୭୯] ଜଣ ସକ୍ରୀୟ ଅଛନ୍ତି। ୨୦, ୩୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୮ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୬୮୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୨] ଜଣ ସକ୍ରୀୟ ଅଛନ୍ତି। ୨୨, ୫୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୧, ୨୯୮ [+୧୨୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୨୮୭ [+୧୨୧] ଜଣ ସକ୍ରୀୟ ଅଛନ୍ତି। ୩୯, ୭୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୭୯ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୩୮୩ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯୩ [+୧୫] ଜଣ ସକ୍ରୀୟ ଅଛନ୍ତି। ୧୮, ୯୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୦୧୭ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୩ [+୧୭] ଜଣ ସକ୍ରୀୟ ଅଛନ୍ତି। ୨୯, ୬୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୨, ୮୪୭ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୭ [+୭] ଜଣ ସକ୍ରୀୟ ଅଛନ୍ତି। ୧୨, ୬୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୫୯, ୭୭୯ [+୬୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୨୪ [+୬୪] ଜଣ ସକ୍ରୀୟ ଅଛନ୍ତି। ୫୮, ୭୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୪, ୫୩୪ [+୧୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୯ [+୧୧୭] ଜଣ ସକ୍ରୀୟ ଅଛନ୍ତି। ୨୩, ୬୧୫ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.