Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୪ ଜଣଙ୍କ ମୃତ୍ୟୁ

ରାଜ୍ୟରେ ଆଜି କରୋନା କାରଣରୁ ୪ ଜଣଙ୍କ ମୃତ୍ୟୁ

41

ଭୁବନେଶ୍ୱର ୧୮ -୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା କାରଣରୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏହା ସହ ମୋଟ ମୃତକଙ୍କ ସଂଖ୍ୟା ୮୪୮୮ କୁ ବୃଦ୍ଧି ପାଇଛି।

୧. କଟକ ଜିଲ୍ଲାର ୫୬ ବର୍ଷ ବୟସ୍କ ପୁରୁଷ।

୨. କେନ୍ଦ୍ରାପଡା ଜିଲ୍ଲାର ୧୪ ବର୍ଷ ବୟସ୍କା ମହିଳା।

୩. କୋରାପୁଟ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏକି ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୪. ସୁନ୍ଦରଗଡ ଜିଲ୍ଲାର ଜଣେ ୮୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.