Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬ ମୃତ

ରାଜ୍ୟରେ ଆଜି କରୋନା କାରଣରୁ ୬ ମୃତ

85

ଭୁବନେଶ୍ୱର ୨୩-୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା କାରଣରୁ ୬ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ଏହା ସହ ମୋଟ ମୃତକଙ୍କ ସଂଖ୍ୟା ୮୫୨୦ କୁ ବୃଜ୍ଝି ପାଇଛି।

୧. ଅନୁଗୁଳ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨. ବାଲେଶ୍ୱର ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩. ଭଦ୍ରକ ଜିଲ୍ଲାର ୩୦ ବର୍ଷ ବୟସ୍କ ପୁରୁଷ।

୪. କଟକ ଜିଲ୍ଲାର ଜଣେ ୮୫ ବର୍ଷ ବୟସ୍କା ମହିଳା।

୫. କନ୍ଧମାଳ ଜିଲ୍ଲାର ଜଣେ ୩୨ ବର୍ଷ ବୟସ୍କ ପୁରୁଷ।

୬. ସୁନ୍ଦରଗଡ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.