Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ୬୫ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୫, ୭୬୮

ରାଜ୍ୟରେ ଆଜି କରୋନା କାରଣରୁ ୬୫ ମୃତ୍ୟୁ – ମୋଟ ମୃତ୍ୟୁ ସଂଖ୍ୟା ୫, ୭୬୮

54

ଭୁବନେଶ୍ୱର ୨୯-୭ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୫ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୫, ୭୬୮ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –

ଅନୁଗୁଳ ୩ ଜଣ,

ବାଲେଶ୍ୱର ୧ ଜଣ,

ବରଗଡ ୭ ଜଣ,

ଭଦ୍ରକ ୨ ଜଣ,

ବଲାଙ୍ଗୀର ୩ ଜଣ,

କଟକ ୩ ଜଣ,

ଢେଙ୍କାନାଳ ୧ ଜଣ,

ଗଜପତି ୨ ଜଣ,

ଗଞ୍ଜାମ ୩ ଜଣ,

ଜଗତସିଂହପୁର ୨ ଜଣ,

ଯାଜପୁର ୩ ଜଣ,

ଝାରସୁଗୁଡ଼ା ୫ ଜଣ,

କଳାହାଣ୍ଡି ୧ ଜଣ,

କେନ୍ଦ୍ରାପଡା ୨ ଜଣ,

କେନ୍ଦୁଝର ୧ ଜଣ,

ଖୋର୍ଦ୍ଧା ୯ ଜଣ,

କୋରାପୁଟ ୧ ଜଣ,

ମୟୁରଭଞ୍ଜ ୧ ଜଣ,

ନୁଆପଡା ୧ ଜଣ,

ପୁରୀ ୩ ଜଣ,

ସମ୍ବଲପୁର ୫ ଜଣ,

ସୁନ୍ଦରଗଡ ୬ ଜଣ,

ମୋଟ ୬୫ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ୧୬୧୫ ନୂଆ ଆକ୍ରାନ୍ତ – ଜାଣନ୍ତୁ କେଉଁଠୁ କେତେ

ନୂଆ ଆକ୍ରାନ୍ତ: ୧୬୧୫
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୯୩୭
– ସ୍ଥାନୀୟ ଅଞ୍ଚଳରୁ୬୭୮
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୭୨
୨- ବାଲେଶ୍ୱର ଜିଲ୍ଲାରୁ – ୯୮
୩- ବରଗଡ଼ ଜିଲ୍ଲାରୁ – ୫
୪- ଭଦ୍ରକ ଜିଲ୍ଲାରୁ – ୬୦
୫- ବଲାଙ୍ଗୀର ଜିଲ୍ଲାରୁ – ୭
୬- ବୌଦ୍ଦ ଜିଲ୍ଲାରୁ – ୧୧
୭- କଟକ ଜିଲ୍ଲାରୁ – ୨୨୯
୮- ଦେବଗଡ଼ ଜିଲ୍ଲାରୁ – ୯
୯- ଢେଙ୍କାନାଳ ଜିଲ୍ଲାରୁ – ୩୦
୧୦- ଗଜପତି ଜିଲ୍ଲାରୁ – ୨
୧୧- ଗଞ୍ଜାମ ଜିଲ୍ଲାରୁ – ୭
୧୨- ଜଗତସିଂହପୁର ଜିଲ୍ଲାରୁ – ୯୬
୧୩- ଯାଜପୁର ଜିଲ୍ଲାରୁ – ୭୦
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧୦
୧୫- କଳାହାଣ୍ଡି ଜିଲ୍ଲାରୁ – ୨
୧୬- କନ୍ଧମାଳ ଜିଲ୍ଲାରୁ – ୧୪
୧୭- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୪୦
୧୮- କେନ୍ଦୁଝର ଜିଲ୍ଲାରୁ – ୧୫
୧୯- ଖୋର୍ଦ୍ଧାରୁ: ୪୪୨
୨୦- କୋରାପୁଟ ଜିଲ୍ଲାରୁ – ୪
୨୧- ମାଲକାନଗିରି : ୪
୨୨- ମୟୁରଭଞ୍ଜ ଜିଲ୍ଲାରୁ – ୪୮
୨୩- ନବରଙ୍ଗପୁର ଜିଲ୍ଲାରେ: ୧୨
୨୪- ନୟାଗଡ଼ ଜିଲ୍ଲାରୁ – ୪୨
୨୫- ନୂଆପଡ଼ା ଜିଲ୍ଲାରୁ – ୫
୨୬- ପୁରୀ ଜିଲ୍ଲାରୁ – ୧୨୩
୨୭- ରାୟଗଡ଼ା ଜିଲ୍ଲାରୁ – ୯
୨୮- ସମ୍ବଲପୁର ଜିଲ୍ଲାରୁ – ୧୬
୨୯- ସୋନପୁର ଜିଲ୍ଲାରୁ – ୯
୩୦- ସୁନ୍ଦରଗଡ଼ ଜିଲ୍ଲାରୁ – ୩୦
୩୧- State Pool: ୯୪
– ନୂଆ ସୁସ୍ଥ ହୋଇଥିଲେ୧୬୯୯
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୫୮୭୪୫୭୬
– ମୋଟ ଆକ୍ରାନ୍ତ ୯୭୪୧୩୨
– ମୋଟ ସୁସ୍ଛ ହୋଲେଣି ୯୫୧୦୪୯
– ସକ୍ରୀୟ ଆକ୍ରାନ୍ତ – ୧୭୨୬୨

ଜିଲ୍ଲାୱାରୀ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୨, ୪୩୪ [+୭୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୨ [+୬୯] ଜଣ ସକ୍ରୀୟ ଅଛନ୍ତି। ୪୧, ୭୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୭ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୭, ୮୧୬ [+୯୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୦୬୪ [+୯୭] ଜଣ ସକ୍ରୀୟ ଅଛନ୍ତି। ୩୬, ୫୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୮୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୬୮୯ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୪ [-୨] ଜଣ ସକ୍ରୀୟ ଅଛନ୍ତି। ୩୦, ୨୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୪ [+୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୨୪୬ [+୬୦] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫୯ [+୫୮] ଜଣ ସକ୍ରୀୟ ଅଛନ୍ତି। ୨୪, ୪୧୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୭ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୧୫୮ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୬୦ [+୪] ଜଣ ସକ୍ରୀୟ ଅଛନ୍ତି। ୨୨, ୯୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୯ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୦୧ [+୧୧] ଜଣ ସଂକ୍ରମିତ ହୋଇଥିବା ବେଳେ ୭୦ [+୧୧] ଜଣ ସକ୍ରୀୟ ଅଛନ୍ତି। ୧୨, ୩୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୬, ୧୫୩ [+୨୨୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨, ୧୮୫ [+୨୨୬] ଜଣ ସକ୍ରୀୟ ଅଛନ୍ତି। ୮୩, ୬୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨୫ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୧୪୨ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୯] ଜଣ ସକ୍ରୀୟ ଅଛନ୍ତି। ୬, ୦୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୦୦୯ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧୯ [+୨୯] ଜଣ ସକ୍ରୀୟ ଅଛନ୍ତି। ୧୮, ୩୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୭ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୪୭୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୯ ଜଣ ସକ୍ରୀୟ ଅଛନ୍ତି। ୯, ୩୪୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୧ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୪୦୯ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୮୫ [+୪] ଜଣ ସକ୍ରୀୟ ଅଛନ୍ତି। ୩୨, ୮୮୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୩୧ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୫, ୧୪୩ [+୯୬] ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୪ [+୯୪] ଜଣ ସକ୍ରୀୟ ଅଛନ୍ତି। ୨୪, ୩୬୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୯୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୦, ୯୨୮ [+୭୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯୧ [+୬୭] ଜଣ ସକ୍ରୀୟ ଅଛନ୍ତି। ୩୯, ୮୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୬ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୫୭୫ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ [+୫] ଜଣ ସକ୍ରୀୟ ଅଛନ୍ତି। ୨୩, ୩୭୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୧ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪, ୧୧୯ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୨ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୮୫୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୨୭୧ [+୧୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮୫ [+୧୪] ଜଣ ସକ୍ରୀୟ ଅଛନ୍ତି। ୧୧, ୦୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୩, ୨୪୨ [+୪୦] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪୧ [+୩୮] ଜଣ ସକ୍ରୀୟ ଅଛନ୍ତି। ୨୨, ୪୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୮ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୩୨୬ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୯୭ [+୧୪] ଜଣ ସକ୍ରୀୟ ଅଛନ୍ତି। ୨୦, ୦୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୬ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୪୮, ୯୩୮ [+୪୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪, ୭୩୦ [+୪୩୩] ଜଣ ସକ୍ରୀୟ ଅଛନ୍ତି। ୧, ୪୩, ୦୬୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୧୩୦ [+୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮, ୮୧୩ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦୭ [+୩] ଜଣ ସକ୍ରୀୟ ଅଛନ୍ତି। ୧୮, ୫୩୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୧ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୪୪୯ [+୪] ଜଣ ସଂକ୍ରମିତ ହୋଇଥିବା ବେଳେ ୧୦୪ [+୪] ଜଣ ସକ୍ରୀୟ ଅଛନ୍ତି। ୧୧, ୨୯୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୮, ୫୫୫ [+୪୮] ଜଣ ସଂକ୍ରମିତ ହୋଇଥିବା ବେଳେ ୫୮୯ [+୪୭] ଜଣ ସକ୍ରୀୟ ଅଛନ୍ତି। ୩୭, ୭୬୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୧୧ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୮ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୩, ୩୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୨, ୪୨୩ [+୪୨] ଜଣ ସଂକ୍ରମିତ ହୋଇଥିବା ବେଳେ ୫୨୦ [+୪୨] ଜଣ ସକ୍ରୀୟ ଅଛନ୍ତି। ୨୧, ୭୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨, ୭୮୨ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୩ [+୪] ଜଣ ସକ୍ରୀୟ ଅଛନ୍ତି। ୨୨, ୬୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୩, ୧୧୪ [+୧୨୩] ଜଣ ସଂକ୍ରମିତ ହୋଇଥିବା ବେଳେ ୯୩୩ [+୧୨୦] ଜଣ ସକ୍ରୀୟ ଅଛନ୍ତି। ୪୧, ୮୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪୬ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୭୪୮ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୭ [+୯] ଜଣ ସକ୍ରୀୟ ଅଛନ୍ତି। ୧୯, ୪୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୪୩୪ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୦ [+୧୧] ଜଣ ସକ୍ରୀୟ ଅଛନ୍ତି। ୩୦, ୧୧୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୪ [+୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୦୨୧ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩୩ [+୯] ଜଣ ସକ୍ରୀୟ ଅଛନ୍ତି। ୧୨, ୮୪୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୦, ୬୮୧ [+୩୦] ଜଣ ସଂକ୍ରମିତ ହୋଇଥିବା ବେଳେ ୩୯୧ [+୨୪] ଜଣ ସକ୍ରୀୟ ଅଛନ୍ତି। ୫୯, ୭୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦୯ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୬, ୧୨୩ [+୯୪] ଜଣ ସଂକ୍ରମିତ ହୋଇଥିବା ବେଳେ ୯୯୩ [+୯୪] ଜଣ ସକ୍ରୀୟ ଅଛନ୍ତି। ୨୫, ୧୩୦ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.