Home Coronavirus Outbreak ରାଜ୍ୟରେ ଆଜି କରୋନା କାରଣରୁ ମୃତ୍ୟୁ ୬୮ – ମୋଟ ମୃତ୍ୟୁ ସଂଖ୍ୟା ୭,୪୨୬

ରାଜ୍ୟରେ ଆଜି କରୋନା କାରଣରୁ ମୃତ୍ୟୁ ୬୮ – ମୋଟ ମୃତ୍ୟୁ ସଂଖ୍ୟା ୭,୪୨୬

49

ଭୁବନେଶ୍ୱର ୨୩-୮ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୬୮ କରୋନା ମୃତ୍ୟୁ ରିପୋର୍ଟ ହୋଇଛି। ଅବଶ୍ୟ ଏହା ଗୋଟିଏ ଦିନର ମୃତ୍ୟୁ ସଂଖ୍ୟା ନୁହେଁ। ଓଡ଼ିଶା ସରକାରଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ବିଶେଷଜ୍ଞମାନଙ୍କର ମୃତ୍ୟୁ ଅଡିଟ୍ ହେବା ପରେ ଏହି ସଂଖ୍ୟା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ। ତେବେ ଏହା ସହ ମୋଟ ମୃତ୍ୟୁ ସଂଖ୍ୟା ୭,୪୨୬ କୁ ବୃଦ୍ଧି ପାଇଛି। ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ –
ବାଲେଶ୍ୱର ୩ ଜଣ,
ଭଦ୍ରକ ୧ ଜଣ,
କଟକ ୧୭ ଜଣ,
ଢେଙ୍କାନାଳ ୯ ଜଣ,
ଜଗତସିଂହପୁର ୧୫ ଜଣ,
ଯାଜପୁର ୬ ଜଣ,
ଝାରସୁଗୁଡ଼ା ୧ ଜଣ,
କେନ୍ଦ୍ରାପଡା ୪ ଜଣ,
କେନ୍ଦୁଝର ୧ ଜଣ,
ଖୋର୍ଦ୍ଧା ୮ ଜଣ,
ପୁରୀ ୨ ଜଣ,
ରାୟଗଡ଼ା ୧ ଜଣ,
ମୋଟ ୬୮ ଜଣଙ୍କର ମୃତ୍ୟୁ ହୋଇଛି।

ରାଜ୍ୟରେ ଆଜି ୭୬୧ ନୂଆ ଆକ୍ରାନ୍ତ ୦-୧୮ ବର୍ଷର ୧୦୧ ଜଣ। ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ?

ନୂଆ ଆକ୍ରାନ୍ତ: ୭୬୧
୦-୧୮ ବର୍ଷର : ୧୦୧
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୪୪୩
– ସ୍ଥାନୀୟ ଅଞ୍ଚଳରୁ୩୧୮
କେଉଁ ଜିଲ୍ଲାରୁ – କେତେ ଜାଣନ୍ତୁ:
୧- ଅନୁଗୁଳ ଜିଲ୍ଲାରୁ – ୧୬
୨- ବାଲେଶ୍ୱର ଜିଲ୍ଲାରୁ – ୫୨
୩- ବରଗଡ଼ ଜିଲ୍ଲାରୁ – ୧୮
୪- ଭଦ୍ରକ ଜିଲ୍ଲାରୁ – ୮
୫- ବଲାଙ୍ଗୀର ଜିଲ୍ଲାରୁ – ୨
୬- ବୌଦ୍ଦ ଜିଲ୍ଲାରୁ – ୧
୭- କଟକ ଜିଲ୍ଲାରୁ – ୧୧୭
୮- ଦେବଗଡ଼ ଜିଲ୍ଲାରୁ – ୧୨
୯- ଢେଙ୍କାନାଳ ଜିଲ୍ଲାରୁ – ୧୨
୧୦- ଗଜପତି ଜିଲ୍ଲାରୁ – ୨
୧୧- ଗଞ୍ଜାମ ଜିଲ୍ଲାରୁ – ୩
୧୨- ଜଗତସିଂହପୁର ଜିଲ୍ଲାରୁ – ୧୮
୧୩- ଯାଜପୁର ଜିଲ୍ଲାରୁ – ୩୫
୧୪- ଝାରସୁଗୁଡ଼ା ଜିଲ୍ଲାରୁ – ୧
୧୫- କନ୍ଧମାଳ ଜିଲ୍ଲାରୁ – ୩
୧୬- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧୫
୧୭- କେନ୍ଦୁଝର ଜିଲ୍ଲାରୁ – ୫
୧୮- ଖୋର୍ଦ୍ଧାରୁ: ୨୮୯
୧୯- ମାଲକାନଗିରି : ୨
୨୦- ମୟୁରଭଞ୍ଜ ଜିଲ୍ଲାରୁ – ୨୪
୨୧- ନବରଙ୍ଗପୁର ଜିଲ୍ଲାରେ: ୧
୨୨- ନୟାଗଡ଼ ଜିଲ୍ଲାରୁ – ୧୨
୨୩- ପୁରୀ ଜିଲ୍ଲାରୁ – ୧୩
୨୪- ରାୟଗଡ଼ା ଜିଲ୍ଲାରୁ – ୫
୨୫- ସମ୍ବଲପୁର ଜିଲ୍ଲାରୁ – ୨୦
୨୬- ସୋନପୁର ଜିଲ୍ଲାରୁ – ୧
୨୭- ସୁନ୍ଦରଗଡ଼ ଜିଲ୍ଲାରୁ – ୧୦
୨୮- State Pool: ୬୪
– ନୂଆ ସୁସ୍ଥ ହୋଇଥିଲେ୧୦୭୮
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୧୭୫୪୪୪୯୭
– ମୋଟ ଆକ୍ରାନ୍ତ ୧୦୦୧୬୯୮
– ମୋଟ ସୁସ୍ଛ ହୋଲେଣି ୯୮୫୩୦୨
– ସକ୍ରୀୟ ଆକ୍ରାନ୍ତ – ୮୯୧୭

ଜିଲ୍ଲାୱାରୀ ସମ୍ପୂର୍ଣ୍ଣ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩, ୩୬୬ [+୧୬] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୧ [+୧୬] ଜଣ ସକ୍ରୀୟ ଅଛନ୍ତି। ୪୨, ୮୮୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୩୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୩୯, ୧୨୪ [+୫୨] ଜଣ ସଂକ୍ରମିତ ହୋଇଥିବା ବେଳେ ୪୬୮ [+୪୯] ଜଣ ସକ୍ରୀୟ ଅଛନ୍ତି। ୩୮, ୩୯୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୮ [+୩] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୦, ୮୮୧ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୬ [+୧୮] ଜଣ ସକ୍ରୀୟ ଅଛନ୍ତି। ୩୦, ୪୫୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୨୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୫, ୯୩୬ [+୮] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୬ [+୭] ଜଣ ସକ୍ରୀୟ ଅଛନ୍ତି। ୨୫, ୬୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୩ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୨୯୨ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୬୧ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୧୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨, ୫୪୩ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ [+୧] ଜଣ ସକ୍ରୀୟ ଅଛନ୍ତି। ୧୨, ୪୨୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୦୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୮୯, ୮୯୯ [+୧୧୭] ଜଣ ସଂକ୍ରମିତ ହୋଇଥିବା ବେଳେ ୧, ୧୮୨ [+୧୦୦] ଜଣ ସକ୍ରୀୟ ଅଛନ୍ତି। ୮୮, ୦୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧୮ [+୧୭] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୨୯୬ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭୫ [+୧୨] ଜଣ ସକ୍ରୀୟ ଅଛନ୍ତି। ୬, ୧୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୧୯, ୪୩୩ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୭ [+୩] ଜଣ ସକ୍ରୀୟ ଅଛନ୍ତି। ୧୯, ୦୮୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୦ [+୯] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୫୫୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ [+୨] ଜଣ ସକ୍ରୀୟ ଅଛନ୍ତି। ୯, ୪୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୫୭୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫ [+୩] ଜଣ ସକ୍ରୀୟ ଅଛନ୍ତି। ୩୩, ୦୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୬, ୫୪୧ [+୧୮] ଜଣ ସଂକ୍ରମିତ ହୋଇଥିବା ବେଳେ ୩୧୧ [+୩] ଜଣ ସକ୍ରୀୟ ଅଛନ୍ତି। ୨୬, ୦୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୨ [+୧୫] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୨, ୨୮୭ [+୩୫] ଜଣ ସଂକ୍ରମିତ ହୋଇଥିବା ବେଳେ ୪୫୭ [+୨୯] ଜଣ ସକ୍ରୀୟ ଅଛନ୍ତି। ୪୧, ୬୯୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୩୦ [+୬] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୬୬୬ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ସକ୍ରୀୟ ଅଛନ୍ତି। ୨୩, ୪୭୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୨ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୨୨୨ ଜଣ ସଂକ୍ରମିତ ହୋଇଥିବା ବେଳେ ୪୪ ଜଣ ସକ୍ରୀୟ ଅଛନ୍ତି। ୨୩, ୯୭୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୦୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧, ୪୬୬ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୬୪ [+୩] ଜଣ ସକ୍ରୀୟ ଅଛନ୍ତି। ୧୧, ୩୨୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୪, ୦୪୬ [+୧୫] ଜଣ ସଂକ୍ରମିତ ହୋଇଥିବା ବେଳେ ୧୭୭ [+୧୧] ଜଣ ସକ୍ରୀୟ ଅଛନ୍ତି। ୨୩, ୬୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୨ [+୪] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୦, ୬୭୮ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୮୦ [+୪] ଜଣ ସକ୍ରୀୟ ଅଛନ୍ତି। ୨୦, ୪୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୪ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୫୮, ୨୩୨ [+୨୮୯] ଜଣ ସଂକ୍ରମିତ ହୋଇଥିବା ବେଳେ ୩, ୪୪୭ [+୨୮୧] ଜଣ ସକ୍ରୀୟ ଅଛନ୍ତି। ୧, ୫୩, ୩୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧, ୪୨୧ [+୮] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୮୯୧୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୩ ଜଣ ସକ୍ରୀୟ ଅଛନ୍ତି। ୧୮, ୮୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧, ୫୭୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୩୨ [+୨] ଜଣ ସକ୍ରୀୟ ଅଛନ୍ତି। ୧୧, ୪୯୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୫ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୩୯, ୩୯୭ [+୨୪] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮୮ [+୨୪] ଜଣ ସକ୍ରୀୟ ଅଛନ୍ତି। ୩୮, ୮୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩, ୪୮୯ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪ [+୧] ଜଣ ସକ୍ରୀୟ ଅଛନ୍ତି। ୨୩, ୪୦୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୦୮୬ [+୧୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫୬ [+୧୨] ଜଣ ସକ୍ରୀୟ ଅଛନ୍ତି। ୨୨, ୭୩୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୯୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୮୩୦ ଜଣ ସଂକ୍ରମିତ ହୋଇଥିବା ବେଳେ ୧୭ ଜଣ ସକ୍ରୀୟ ଅଛନ୍ତି। ୨୨, ୭୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୪, ୩୨୯ [+୧୩] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨୦ [+୧୧] ଜଣ ସକ୍ରୀୟ ଅଛନ୍ତି। ୪୩, ୬୮୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୨୨ [+୨] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୧୯, ୯୫୦ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୫୪ [+୪] ଜଣ ସକ୍ରୀୟ ଅଛନ୍ତି। ୧୯, ୭୩୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୫ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୦, ୮୦୫ [+୨୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୪୦ [+୨୦] ଜଣ ସକ୍ରୀୟ ଅଛନ୍ତି। ୩୦, ୪୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୨୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩, ୧୨୧ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୪୨ [+୧] ଜଣ ସକ୍ରୀୟ ଅଛନ୍ତି। ୧୩, ୦୨୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୧, ୦୫୬ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୦ [+୧୦] ଜଣ ସକ୍ରୀୟ ଅଛନ୍ତି। ୬୦, ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୭୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୨୮, ୧୧୬ [+୬୪] ଜଣ ସଂକ୍ରମିତ ହୋଇଥିବା ବେଳେ ୭୯୦ [+୬୪] ଜଣ ସକ୍ରୀୟ ଅଛନ୍ତି। ୨୭, ୩୨୬ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.