Odiapua.com

ରାଜ୍ୟରେ ଆଜି କରୋନା କାରଣରୁ ୩ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର ୧୭ -୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା କାରଣରୁ ୩ ଜଣଙ୍କ ମୃତ୍ୟୁ ହୋଇଛି। ଏହା ସହ ମୋଟ ମୃତକଙ୍କ ସଂଖ୍ୟା ୮୪୮୪ କୁ ବୃଦ୍ଧି ପାଇଛି।

୧. ଅନୁଗୁଳ ଜିଲ୍ଲାର ୨୮ ବର୍ଷ ବୟସ୍କ ପୁରୁଷ।

୨. ଭୁବନେଶ୍ୱରର ଜଣେ ୮୪ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ ହାଇପୋଥାଇରଏଡିଜିମ୍ ରୋଗରେ ପୀଡିତ ଥିଲେ।

୩. ଭୁବନେଶ୍ୱରର ୭୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।