Home Top News ରାଜ୍ୟରେ ଆଜି କରୋନା ନେଲା ୨୨ ଜୀବନ, ମୋଟ ମୃତକଙ୍କ ସଂଖ୍ୟା ୮,୮୮୪ କୁ ବୃଦ୍ଧି

ରାଜ୍ୟରେ ଆଜି କରୋନା ନେଲା ୨୨ ଜୀବନ, ମୋଟ ମୃତକଙ୍କ ସଂଖ୍ୟା ୮,୮୮୪ କୁ ବୃଦ୍ଧି

71

ଭୁବନେଶ୍ୱର ୧୩ -୨ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୨୨ ଜୀବନ, ମୋଟ ମୃତକଙ୍କ ସଂଖ୍ୟା ୮,୮୮୪ କୁ ବୃଦ୍ଧି ହୋଇଛି।

୧. ଅନୁଗୁଳ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨. ବାଲେଶ୍ୱର ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ।

୩. ବାଲେଶ୍ୱର ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ।

୪. ବାଲେଶ୍ୱର ଜିଲ୍ଲାର ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫. ବାଲେଶ୍ୱର ଜିଲ୍ଲାର ୫୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୬. ବାଲେଶ୍ୱର ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ।

୭. ବାଲେଶ୍ୱର ଜିଲ୍ଲାର ୭୫ ବର୍ଷ ବୟସ୍କ ପୁରୁଷ।

୮. ବାଲେଶ୍ୱର ଜିଲ୍ଲାର ୫୫ ବର୍ଷ ବୟସ୍କା ମହିଳା।

୯. ବାଲେଶ୍ୱର ଜିଲ୍ଲାର ୭୭ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୧୦. ଭୁବନେଶ୍ୱରର ୮୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୧. ଭୁବନେଶ୍ୱରର ଜଣେ ୮୨ ବର୍ଷ ବୟସ୍କ ପୁରୁଷ।

୧୨. ଗଞ୍ଜାମ ଜିଲ୍ଲାର ୪ ମାସର ଶିଶୁ କନ୍ୟା।

୧୩. ଗଞ୍ଜାମ ଜିଲ୍ଲାର ୨୫ ବର୍ଷ ବୟସ୍କ ପୁରୁଷ।

୧୪. ଗଞ୍ଜାମ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ।

୧୫. ଜଗତସିଂହପୁର ଜିଲ୍ଲାର ୬୨ ବର୍ଷ ବୟସ୍କା ମହିଳା ଯିଏ ଆଜମା, ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୬. କେନ୍ଦ୍ରାପଡା ଜିଲ୍ଲାର ୬୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ମେଟାବୋଲିକ୍ ଏନସେଫାଲୋପାଥିରେ ପୀଡିତ ଥିଲେ।

୧୭. କେନ୍ଦୁଝର ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୮. ନବରଙ୍ଗପୁର ଜିଲ୍ଲାର ୮୦ ବର୍ଷ ବୟସ୍କ ପୁରୁଷ।

୧୯. ସୁନ୍ଦରଗଡ ଜିଲ୍ଲାର ୫୩ ବର୍ଷ ବୟସ୍କ ପୁରୁଷ।

୨୦. ସୁନ୍ଦରଗଡ ଜିଲ୍ଲାର ଜଣେ ୯୦ ବର୍ଷ ବୟସ୍କ ପୁରୁଷ।

୨୧. ସୁନ୍ଦରଗଡ ଜିଲ୍ଲାର ୨୭ ବର୍ଷ ବୟସ୍କା ମହିଳା।

୨୨. ସୁନ୍ଦରଗଡ ଜିଲ୍ଲାର ଜଣେ ୯୧ ବର୍ଷ ବୟସ୍କା ମହିଳା ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.