Home Coronavirus Outbreak ରାଜ୍ୟରେ ଆଜି କରୋନା ନେଲା ୨୨ ଜୀବନ : ମୋଟ ମୃତ୍ୟୁ ସଂଖ୍ୟା ୮,୭୯୭ କୁ...

ରାଜ୍ୟରେ ଆଜି କରୋନା ନେଲା ୨୨ ଜୀବନ : ମୋଟ ମୃତ୍ୟୁ ସଂଖ୍ୟା ୮,୭୯୭ କୁ ବୃଦ୍ଧି

69

ଭୁବନେଶ୍ୱର ୯ -୨ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୨୨ ଜୀବନ। ମୋଟ ମୃତ୍ୟୁ ସଂଖ୍ୟା ୮,୭୯୭ କୁ ବୃଦ୍ଧି ହୋଇଛି।

୧. ଅନୁଗୁଳ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ୟୁରଟାରିଆରେ ପୀଡିତ ଥିଲେ।

୨. ଅନୁଗୁଳ ଜିଲ୍ଲାର ଜଣେ ୪୬ ବର୍ଷ ବୟସ୍କ ପୁରୁଷ ଯିଏ କ୍ରନିକ୍ ଲିଭର ରୋଗ ଏବଂ ଡିଲେଟେଡ୍ କାର୍ଡିଓମାଇଓପାଥିରେ ପୀଡିତ ଥିଲେ।

୩. ଭୁବନେଶ୍ୱରର ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪. ଭୁବନେଶ୍ୱରର ୬୧ ବର୍ଷ ବୟସ୍କା ମହିଳା ଯିଏକି ମଧୁମେହ ରୋଗ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୫. ଭୁବନେଶ୍ୱରର ୨୩ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୬. ଭୁବନେଶ୍ୱରର ୮୧ ବର୍ଷ ବୟସ୍କା ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭. ଭୁବନେଶ୍ୱରର ୬୭ ବର୍ଷ ବୟସ୍କ ପୁରୁଷ।

୮. ଭୁବନେଶ୍ୱରର ୬୩ ବର୍ଷ ବୟସ୍କା ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯. ଭୁବନେଶ୍ୱରର ୫୬ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୦. ଭୁବନେଶ୍ୱରର ୮୭ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲ୍ମୋନାରି ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୧. ଭୁବନେଶ୍ୱରର ୫୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୨. ଭୁବନେଶ୍ୱରର ୫୭ ବର୍ଷ ବୟସ୍କା ମହିଳା ଯିଏ ହାଇପୋଥାଇରଏଡିଜିମ୍, ମାଇକାର୍ଡାଇଟିସ୍ ରୋଗରେ ପୀଡିତ ଥିଲେ।

୧୩. ଭୁବନେଶ୍ୱରର ୮୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୧୪. ବଲାଙ୍ଗୀର ଜିଲ୍ଲାର ଜଣେ ୬୬ ବର୍ଷ ବୟସ୍କ ପୁରୁଷ।

୧୫. ଢେଙ୍କାନାଳ ଜିଲ୍ଲାର ୭୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୧୬. ଜଗତସିଂହପୁର ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ।

୧୭. କନ୍ଧମାଳ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ, ଉଚ୍ଚ ରକ୍ତଚାପ, ହାଇପୋଥାଇରଏଡିଜିମ୍, ଡିଲେଟେଡ୍ କାର୍ଡିଓମିଓପାଥି, କୋଲେଡୋକୋଲିଥିଆସିସ୍ ରୋଗରେ ପୀଡିତ ଥିଲେ।

୧୮. ଖୋର୍ଦ୍ଧା ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କା ମହିଳା ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୧୯. ଖୋର୍ଦ୍ଧା ଜିଲ୍ଲାର ୬୮ ବର୍ଷ ବୟସ୍କା ମହିଳା।

୨୦. ଖୋର୍ଦ୍ଧା ଜିଲ୍ଲାର ଜଣେ ୮୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ, ଉଚ୍ଚ ରକ୍ତଚାପ ଏବଂ କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୨୧. ମୟୁରଭଞ୍ଜ ଜିଲ୍ଲାର ଜଣେ ୨୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୨୨. ସୁନ୍ଦରଗଡ ଜିଲ୍ଲାର ୫୨ ବର୍ଷ ବୟସ୍କ ପୁରୁଷ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.