ଭୁବନେଶ୍ୱର ୨୦ -୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ନେଲା ୭ ଜୀବନ। ଏହା ସହ ମୋଟ ମୃତକଙ୍କ ସଂଖ୍ୟା ୮,୫୦୧ କୁ ବୃଦ୍ଧି ପାଇଛି। ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ
୧. ଭୁବନେଶ୍ୱରର ୮୪ ବର୍ଷ ବୟସ୍କ ପୁରୁଷ।
୨. ଭୁବନେଶ୍ୱରର ୬୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୩. ଭୁବନେଶ୍ୱରର ୯୬ ବର୍ଷ ବୟସ୍କ ପୁରୁଷ।
୪. ଭୁବନେଶ୍ୱରର ୭୯ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୫. ଗଞ୍ଜାମ ଜିଲ୍ଲାର ୪୫ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।
୬. ଖୋର୍ଦ୍ଧା ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କା ମହିଳା ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।
୭. ସମ୍ବଲପୁର ଜିଲ୍ଲାର ୧୯ ବର୍ଷ ବୟସ୍କ ଯୁବକ।







