Home Coronavirus Outbreak ରାଜ୍ୟରେ ଆଜି କରୋନା ଭାଇରସ୍ ରେ ୧୫ ମୃତ – ମୋଟ ମୃତକଙ୍କ ସଂଖ୍ୟା ୧୬୪୦...

ରାଜ୍ୟରେ ଆଜି କରୋନା ଭାଇରସ୍ ରେ ୧୫ ମୃତ – ମୋଟ ମୃତକଙ୍କ ସଂଖ୍ୟା ୧୬୪୦ କୁ ବୃଦ୍ଧି

43

ଭୁବନେଶ୍ୱର ୨୨-୧୧ (ଓଡ଼ିଆ ପୁଅ) ରାଜ୍ୟରେ ଆଜି କରୋନା ଭାଇରସ୍ ରେ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ମୋଟ ମୃତକଙ୍କ ସଂଖ୍ୟା ୧୬୪୦ କୁ ବୃଦ୍ଧି ପାଇଛି।

ତେବେ ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ –
ଅନୁଗୁଳ ଜିଲ୍ଲାର ଜଣେ
ବଲାଙ୍ଗୀର ଜିଲ୍ଲାର ଜଣେ
ଭୁବନେଶ୍ୱରର ୨ ଜଣ
କଟକ ଜିଲ୍ଲାର ଜଣେ
ଗଞ୍ଜାମ ଜିଲ୍ଲାର ଜଣେ
ଝାରସୁଗୁଡା ଜିଲ୍ଲାର ଜଣେ
ଖୋର୍ଦ୍ଧା ଜିଲ୍ଲାର ଜଣେ
କେନ୍ଦୁଝର ଜିଲ୍ଲାର ୨ ଜଣ
ସମ୍ବଲପୁର ଜିଲ୍ଲାର ଜଣେ
ସୁନ୍ଦରଗଡ ଜିଲ୍ଲାର ୪ ଜଣ
ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ମୃତକଙ୍କ ବିଷୟରେ –

୧. ଅନୁଗୁଳ ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ।

୨. ବଲାଙ୍ଗୀର ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୩. ଭୁବନେଶ୍ୱରର ୬୫ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୪. ଭୁବନେଶ୍ୱରର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫. କଟକ ଜିଲ୍ଲାର ୫୨ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗରେ ପୀଡିତ ଥିଲେ।

୬. ଗଞ୍ଜାମ ଜିଲ୍ଲାର ୪୮ ବର୍ଷ ବୟସ୍କା ମହିଳା।

୭. ଝାରସୁଗୁଡା ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ, ଡାଇବେଟିସ୍ ମେଲିଟସ୍ ଏବଂ AKI & CLD ରେ ମଧ୍ୟ ପୀଡିତ ଥିଲେ।

୮. ଖୋର୍ଦ୍ଧା ଜିଲ୍ଲାର ୪୦ ବର୍ଷ ବୟସ୍କ ପୁରୁଷ।

୯. କେନ୍ଦୁଝର ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ।

୧୦. କେନ୍ଦୁଝର ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୧. ସମ୍ବଲପୁର ଜିଲ୍ଲାର ୭୪ ବର୍ଷ ବୟସ୍କ ପୁରୁଷ।

୧୨. ସୁନ୍ଦରଗଡ ଜିଲ୍ଲାର ଜଣେ ୯୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୧୩. ସୁନ୍ଦରଗଡ ଜିଲ୍ଲାର ଜଣେ ୭୭ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପ ଏବଂ ପୁରୁଣା
୧୪. ଜଣେ ସୁନ୍ଦରଗଡ ଜିଲ୍ଲାର ୫୯ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ରୋଗ ଏବଂ CKD ରେ ମଧ୍ୟ ପୀଡିତ ଥିଲେ।

୧୫. ସୁନ୍ଦରଗଡ ଜିଲ୍ଲାର ଜଣେ ୬୨ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ରୋଗ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.