Home Top News ରାଜ୍ୟରେ ଆଜି ୧୬୯ ନୂଆ ଆକ୍ରାନ୍ତ ଚିହ୍ନଟ, ଜଣେ ବ୍ୟକ୍ତିଙ୍କର ମୃତ୍ୟୁ

ରାଜ୍ୟରେ ଆଜି ୧୬୯ ନୂଆ ଆକ୍ରାନ୍ତ ଚିହ୍ନଟ, ଜଣେ ବ୍ୟକ୍ତିଙ୍କର ମୃତ୍ୟୁ

88

ଭୁବନେଶ୍ୱର ୧୮-୧୨ (ଓଡ଼ିଆ ପୁଅ) ରାଜ୍ୟରେ ଆଜି ୧୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଆଜି କରୋନା କାରଣରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮,୪୪୨ କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତ: ୧୬୯
୦-୧୮ ବର୍ଷର : ୨୯
– କ୍ୱାରେଣ୍ଟାଇନ୍ ସେଣ୍ଟରରୁ: ୯୭
– ସ୍ଥାନୀୟ ଅଞ୍ଚଳରୁ୭୨
୧- ବାଲେଶ୍ୱର ଜିଲ୍ଲାରୁ – ୨
୨- ଭଦ୍ରକ ଜିଲ୍ଲାରୁ – ୨
୩- ବଲାଙ୍ଗୀର ଜିଲ୍ଲାରୁ – ୨
୪- କଟକ ଜିଲ୍ଲାରୁ – ୯
୫- ଦେବଗଡ଼ ଜିଲ୍ଲାରୁ – ୫
୬- ଗଜପତି ଜିଲ୍ଲାରୁ – ୩
୭- ଗଞ୍ଜାମ ଜିଲ୍ଲାରୁ – ୭
୮- ଯାଜପୁର ଜିଲ୍ଲାରୁ – ୩
୯- ଝାରସୁଗୁଡ଼ା ଜିଲ୍ଲାରୁ – ୨
୧୦- କେନ୍ଦ୍ରାପଡ଼ା ଜିଲ୍ଲାରୁ – : ୧
୧୧- ଖୋର୍ଦ୍ଧାରୁ : ୮୮
୧୨- ମୟୁରଭଞ୍ଜ ଜିଲ୍ଲାରୁ – ୩
୧୩- ନୟାଗଡ଼ ଜିଲ୍ଲାରୁ – ୨
୧୪- ପୁରୀ ଜିଲ୍ଲାରୁ – ୨
୧୫- ସମ୍ବଲପୁର ଜିଲ୍ଲାରୁ – ୧୦
୧୬- ସୁନ୍ଦରଗଡ଼ ଜିଲ୍ଲାରୁ – ୯
୧୭- State Pool: ୧୯
– ନୂଆ ସୁସ୍ଥ ହୋଇଥିଲେ୨୨୨
– ମୋଟ କୋଭିଡ୍ – ୧୯ ଟେଷ୍ଟ ହୋଇଛି୨୪୭୬୯୨୦୮
– ମୋଟ ଆକ୍ରାନ୍ତ ୧୦୫୨୬୪୧
– ମୋଟ ସୁସ୍ଛ ହୋଲେଣି ୧୦୪୨୨୨୪
– ସକ୍ରୀୟ ଆକ୍ରାନ୍ତ – ୧୯୨୨

ରାଜ୍ୟରେ ଆଜି କରୋନା କାରଣରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮,୪୪୨ କୁ ବୃଦ୍ଧି ପାଇଛି।

ଜିଲ୍ଲାୱାରୀ ସମସ୍ତ ତଥ୍ୟ –

ଅନୁଗୁଳ ଜିଲ୍ଲାରେ ୪୩୯୭୩ ଜଣ ସଂକ୍ରମିତ ହୋଇଥିବା ବେଳେ ୨୫ ଜଣ ସକ୍ରୀୟ ଅଛନ୍ତି। ୪୩, ୫୫୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୯୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବାଲେଶ୍ୱର ଜିଲ୍ଲାରେ ୪୧, ୦୩୭ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୦ [+୨] ଜଣ ସକ୍ରୀୟ ଅଛନ୍ତି। ୪୦, ୭୧୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୯୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୫ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବରଗଡ ଜିଲ୍ଲାରେ ୩୧୧୬୯ ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ ଜଣ ସକ୍ରୀୟ ଅଛନ୍ତି। ୩୦, ୮୧୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୪୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଭଦ୍ରକ ଜିଲ୍ଲାରେ ୨୬, ୫୯୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୩ [+୨] ଜଣ ସକ୍ରୀୟ ଅଛନ୍ତି। ୨୬, ୪୩୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୪୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ବଲାଙ୍ଗୀର ଜିଲ୍ଲାରେ ୨୩, ୪୬୧ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୩୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ବୌଦ୍ଧ ଜିଲ୍ଲାରେ ୧୨୬୬୦ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୧୨, ୫୪୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଟକ ଜିଲ୍ଲାରେ ୯୫, ୪୨୬ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୧୨୨ [+୯] ଜଣ ସକ୍ରୀୟ ଅଛନ୍ତି। ୯୪, ୪୪୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୫୮ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଦେବଗଡ଼ ଜିଲ୍ଲାରେ ୬, ୬୩୩ [+୫] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୫] ଜଣ ସକ୍ରୀୟ ଅଛନ୍ତି। ୬, ୫୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଢେଙ୍କାନାଳ ଜିଲ୍ଲାରେ ୨୦୦୨୮ ଜଣ ସଂକ୍ରମିତ ହୋଇଥିବା ବେଳେ ୨୧ ଜଣ ସକ୍ରୀୟ ଅଛନ୍ତି। ୧୯, ୭୬୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଗଜପତି ଜିଲ୍ଲାରେ ୯, ୭୪୦ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ [+୩] ଜଣ ସକ୍ରୀୟ ଅଛନ୍ତି। ୯, ୬୪୦ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଗଞ୍ଜାମ ଜିଲ୍ଲାରେ ୩୩, ୯୬୭ [+୭] ଜଣ ସଂକ୍ରମିତ ହୋଇଥିବା ବେଳେ ୨୨ [+୭] ଜଣ ସକ୍ରୀୟ ଅଛନ୍ତି। ୩୩, ୪୫୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୮୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୮ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଜଗତସିଂହପୁର ଜିଲ୍ଲାରେ ୨୮୦୮୩ ଜଣ ସଂକ୍ରମିତ ହୋଇଥିବା ବେଳେ ୯ ଜଣ ସକ୍ରୀୟ ଅଛନ୍ତି। ୨୭, ୭୫୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୧୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ଯାଜପୁର ଜିଲ୍ଲାରେ ୪୪, ୧୩୭ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୫୧ [+୩] ଜଣ ସକ୍ରୀୟ ଅଛନ୍ତି। ୪୩, ୯୧୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଝାରସୁଗୁଡ଼ା ଜିଲ୍ଲାରେ ୨୩, ୯୬୩ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୭ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୭୭୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କଳାହାଣ୍ଡି ଜିଲ୍ଲାରେ ୨୪୩୪୧ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ ଜଣ ସକ୍ରୀୟ ଅଛନ୍ତି। ୨୪, ୧୧୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କନ୍ଧମାଳ ଜିଲ୍ଲାରେ ୧୧୫୪୮ ଜଣ ସଂକ୍ରମିତ ହୋଇଥିବା ବେଳେ ୦ ଜଣ ସକ୍ରୀୟ ଅଛନ୍ତି। ୧୧, ୪୬୫ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

କେନ୍ଦ୍ରାପଡା ଜିଲ୍ଲାରେ ୨୫, ୦୪୭ [+୧] ଜଣ ସଂକ୍ରମିତ ହୋଇଥିବା ବେଳେ ୨୯ [+୧] ଜଣ ସକ୍ରୀୟ ଅଛନ୍ତି। ୨୪, ୭୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୫୩ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କେନ୍ଦୁଝର ଜିଲ୍ଲାରେ ୨୧୦୩୫ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୨୦, ୮୫୭ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୭୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ଖୋର୍ଦ୍ଧା ଜିଲ୍ଲାରେ ୧, ୮୦, ୬୭୩ [+୮୮] ଜଣ ସଂକ୍ରମିତ ହୋଇଥିବା ବେଳେ ୯୧୩ [+୮୮] ଜଣ ସକ୍ରୀୟ ଅଛନ୍ତି। ୧, ୭୮, ୧୫୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୫୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୧୦ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

କୋରାପୁଟ ଜିଲ୍ଲାରେ ୧୯୧୭୮ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୧୯, ୦୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୭୯ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ମାଲକାନଗିରି ଜିଲ୍ଲାରେ ୧୧୬୯୧ ଜଣ ସଂକ୍ରମିତ ହୋଇଥିବା ବେଳେ ୩ ଜଣ ସକ୍ରୀୟ ଅଛନ୍ତି। ୧୧, ୬୩୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ମୟୁରଭଞ୍ଜ ଜିଲ୍ଲାରେ ୪୧, ୩୦୫ [+୩] ଜଣ ସଂକ୍ରମିତ ହୋଇଥିବା ବେଳେ ୭୬ [+୨] ଜଣ ସକ୍ରୀୟ ଅଛନ୍ତି। ୪୦, ୯୩୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୮୮ [+୧] ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନବରଙ୍ଗପୁର ଜିଲ୍ଲାରେ ୨୩୫୬୧ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଜଣ ସକ୍ରୀୟ ଅଛନ୍ତି। ୨୩, ୪୭୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୪ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୟାଗଡ଼ ଜିଲ୍ଲାରେ ୨୩, ୫୯୦ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୧୫ [+୨] ଜଣ ସକ୍ରୀୟ ଅଛନ୍ତି। ୨୩, ୩୬୨ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୧୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୨ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ନୁଆପଡା ଜିଲ୍ଲାରେ ୨୨୯୩୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧ ଜଣ ସକ୍ରୀୟ ଅଛନ୍ତି। ୨୨, ୮୪୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୮୬ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ପୁରୀ ଜିଲ୍ଲାରେ ୪୫, ୬୪୫ [+୨] ଜଣ ସଂକ୍ରମିତ ହୋଇଥିବା ବେଳେ ୨୮ [+୨] ଜଣ ସକ୍ରୀୟ ଅଛନ୍ତି। ୪୫, ୧୫୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୪୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୩ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାୟଗଡ଼ା ଜିଲ୍ଲାରେ ୨୦୨୫୭ ଜଣ ସଂକ୍ରମିତ ହୋଇଥିବା ବେଳେ ୧୬ ଜଣ ସକ୍ରୀୟ ଅଛନ୍ତି। ୨୦, ୦୭୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୬୭ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସମ୍ବଲପୁର ଜିଲ୍ଲାରେ ୩୨, ୧୩୩ [+୧୦] ଜଣ ସଂକ୍ରମିତ ହୋଇଥିବା ବେଳେ ୯୨ [+୧୦] ଜଣ ସକ୍ରୀୟ ଅଛନ୍ତି। ୩୧, ୮୦୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୪୦ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁବର୍ଣ୍ଣପୁର ଜିଲ୍ଲାରେ ୧୩୨୧୬ ଜଣ ସଂକ୍ରମିତ ହୋଇଥିବା ବେଳେ ୧୧ ଜଣ ସକ୍ରୀୟ ଅଛନ୍ତି। ୧୩, ୧୪୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ୬୧ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି।

ସୁନ୍ଦରଗଡ ଜିଲ୍ଲାରେ ୬୨, ୩୨୨ [+୯] ଜଣ ସଂକ୍ରମିତ ହୋଇଥିବା ବେଳେ ୯୮ [+୯] ଜଣ ସକ୍ରୀୟ ଅଛନ୍ତି। ୬୧, ୬୨୮ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୯୨ ଜଣଙ୍କର କରୋନା କାରଣରୁ ମୃତ୍ୟୁ ହୋଇଛି। ୪ ଜଣଙ୍କର ଅନ୍ୟ କାରଣରୁ ମୃତ୍ୟୁ ହୋଇଛି।

ରାଜ୍ୟ ପୁଲ୍ ରେ ୩୩, ୨୯୧ [+୧୯] ଜଣ ସଂକ୍ରମିତ ହୋଇଥିବା ବେଳେ ୨୫୬ [+୧୯] ଜଣ ସକ୍ରୀୟ ଅଛନ୍ତି। ୩୩, ୦୩୫ ଜଣ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.